Home ଜୀବନଚର୍ଯ୍ୟା ରାତିରେ ଦହି ଖାଇବାକୁ କାହିଁକି ମନା କରାଯାଏ ? ଏହାର ବୈଜ୍ଞାନିକ କାରଣ ଜାଣନ୍ତୁ

ରାତିରେ ଦହି ଖାଇବାକୁ କାହିଁକି ମନା କରାଯାଏ ? ଏହାର ବୈଜ୍ଞାନିକ କାରଣ ଜାଣନ୍ତୁ

ଦହି ଶରୀର ପାଇଁ ଉପକାରୀ। ଏହା ଅନେକ ପୋଷକ ତତ୍ତ୍ୱରେ ଭରପୁର। ତେବେ ସାଧାରଣତଃ ରାତିରେ ଦହି ଖାଇବାକୁ ମନା କରାଯାଇଥାଏ। କାରଣ ଏହା ଶରୀରର ସ୍ବାଭାବିକ ମେଟାବୋଲିକ୍‌ ପ୍ରକିୟାରେ ଆଣିଥାଏ ବାଧା। ଏହା ସୂର୍ଯ୍ୟ ନ ଥିବା ସମୟରେ ଶରୀରରେ ଏହା ମ୍ୟୁକସ୍‌ ସୃଷ୍ଟି କରେ। ଯାହାଫଳରେ ଥଣ୍ଡା,କାଶ, କଫ, ଆଜ୍‌ମା ଆଦି ହେବାର ଆଶଙ୍କା ରହିଥାଏ। ରାତିରେ ଦହି ଏସିଡିଟି ସମସ୍ୟା ସୃଷ୍ଟି କରିଥାଏ। ଏହାଦ୍ୱାରା ରକ୍ତଚାପ ବୃଦ୍ଧି ପାଇ ହାର୍ଟ ଆଟାକ୍‌ ହେବାର ଆଶଙ୍କା ମଧ୍ୟ ରହିଥାଏ । ରାତିରେ ଦହି ସହଜରେ ହଜମ ହୋଇ ପାରି ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଫଳରେ ସୁଖ ନିଦ୍ରାରେ ବ୍ୟାଘାତ ସୃଷ୍ଟି ହୁଏ। ରାତିରେ ଦହି ଖାଇଲେ ଶରୀରରେ ଫ୍ୟାଟ୍‌ ସୃଷ୍ଟି ହେବା ଯୋଗୁ ମେହବହୁଳତା ହେବାର ରହିଥାଏ ଆଶଙ୍କା। ତେବେ ଦହି ସହିତ ଚିନି ମିଶାଇ ଖାଇଲେ ମିଳିଥାଏ ସୁଫଳ। ଅପରପକ୍ଷରେ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି ରାତିରେ ଦହି ଖାଇଲେ ମାତା ମହାଲକ୍ଷ୍ମୀଙ୍କ କୋପ ଦୃଷ୍ଟି ପଡ଼ିଥାଏ। ଫଳରେ ଘରେ ଅର୍ଥାଭାବ ହୁଏ। ଏନେଇ ଲକ୍ଷ୍ମୀପୁରାଣରେ ବର୍ଣ୍ଣନା କରାଯାଇଛି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...