Metro Tv

Editor in chief

Latest Articles

ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଦେଖିପ।ରିବେନି ଭକ୍ତ

ମେଟ୍ରୋ ଟିଭି ବ୍ୟୁରୋ :ଆସନ୍ତା ୨୭ ତାରିଖରେ ଜଗତରନାଥ ଜଗନ୍ନାଥଙ୍କର ବହୁ ପ୍ରତିକ୍ଷିତ ନାଗାର୍ଜୁନ ବେଶ ପ୍ରତିଷ୍ଠିତ ହେବ । ଭିତର କାଠ ନିକଟରେ ହେବାକୁ ଥିବା ଏହି ଦୁର୍ଲଭ ନାଗାର୍ଜୁନ ବେଶକୁ...

ନକଲି ଓ ଅସଲି ସାମ୍ବାଦିକ ଚାନ୍ଦା ମାଗି ପୋଲିସ ଜାଲରେ ; ଓଡିଶାରେ ହଇଚଇ

ମେଟ୍ରୋ ଟିଭି ବ୍ୟୁରୋ : ନକଲି ସାମ୍ବାଦିକଙ୍କ ପରେ ଖୋଲିଲା ଅସଲି ସାମ୍ବାଦିକଙ୍କ ଗୁମର । ନକଲି ପରେ ପୁଣି ୩ ଜଣ ଅସଲି ସାମ୍ବାଦିକ, ବଟି ମାଗି ଗିରଫ ହୋଇଥିବା ଜଣାପଡିଛି...

ଚାନ୍ଦିରେ ଚମକିବ ଶ୍ରୀମନ୍ଦିର ଦ୍ୱାର

ମେଟ୍ରୋ ଟିଭି ବ୍ୟୁରୋ : ରୁପା ଛାଉଣୀରେ ଝଟକିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ସାତପାହାଚ ଦ୍ୱାର, ବେହରଣ ଦ୍ୱାର, କଳାହାଟ ଦ୍ୱାର ଓ ଜୟବିଜୟ ଦ୍ୱାର ସହିତ ଶ୍ଚିମ ଭୋଗ ମଣ୍ଡ,...

୧୧ଲକ୍ଷ ଛାତ୍ରଛାତ୍ରୀ ପାଇବେ ବୃତି ; ସୁମଙ୍ଗଳ ଛାତ୍ରବୃତି

ମେଟ୍ରୋ ଟିଭି ବ୍ୟୁରୋ : ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ । ମାତ୍ର ଗୋଟିଏ ପୋର୍ଟାଲ ଗ୍ଦମଷକ୍ଟକ୍ଷବକ୍ସଗ୍ଦଷସକ୍ଟ୍ର.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭରେ...

ବିହାର ପ୍ରଥମ ପର୍ଯ୍ୟାୟ ଭୋଟ ; ଇଭିଏମରେ ବହୁନେତାଙ୍କ ଭାଗ୍ୟ

ମେଟ୍ରୋ ଟିଭି ବ୍ୟୁରୋ : କୋଭିଡ୍ ଘନଘଟା ଓ କାଁଭାଁ ଗଣ୍ଡଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିହାର ବିଧାନସଭା ନିର୍ବାଚନ । ମୋଟ୍ ୨୪୩ ଆସନ ମଧ୍ୟରୁ ଆଜି ୭୧ ଆସନରେ ଭୋଟ୍‌ଗ୍ରହଣ...

ଏଥର ଦଶହରା ପରି ଫିକା ପଡିବ ଗଜଲକ୍ଷ୍ମୀ ପୂଜା

ମେଟ୍ରୋ ଟିଭି ବ୍ୟୁରୋ : ଆଉ ଦୁଇ ଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମାଁ ଗଜଲକ୍ଷ୍ମୀ । ମହାମାରୀ କରୋନା କଟକଣା ଯୋଗୁଁ ହଶହରା ପରି ଫିକା ପଡିବ ଲକ୍ଷ୍ମୀ ପୂଜା...

ଜାମ୍ମୁ-କାଶ୍ମରୀ,ଲଦାଖରେ ଜମି କିଣି ପାରିବେ ପ୍ରତି ଭାରତୀୟ

ମେଟ୍ରୋ ଟିଭି ବ୍ୟୁରୋ : ଜାମ୍ମୁ କାଶ୍ମୀର ପୁର୍ନଗଠନର ପରେ ଏଣିକି ଦେଶର ଯେକୈାଣସି ଭାରତୀୟ ନାଗରିକ ଦୁଇ କେନ୍ଦ୍ରଶାସିତ ଅଚଂଳ ଜାମ୍ମୁ-କାଶ୍ମିରୀ ଓ ଲଦାଖରେ ଜମି କିଣିପାରିବେ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରାଳୟ...

ଦୁର୍ଦ୍ଦଶାରେ ଏକାଦଶୀଙ୍କ ପରିବାର ; ଜରିପାଲ ତଳେ ବିତୁଛି ଜୀବନ

ମେଟ୍ରୋ ଟିଭି ବ୍ୟୁରୋ : ଜରିପାଲିରେ ବିତୁଛି ଫନି ବିପନ୍ନଙ୍କ ପରିବାରଙ୍କ ଜୀବନ । ହେଲେ ଘର ଭଙ୍ଗା ତାଲିକାରେ ବାଦପଡିଛି ସେମାନଙ୍କ ନାମ । ମିଳିନି ସରକାରଙ୍କ ପକ୍ଷରୁ କ୍ଷତିପୂରଣ ରାଶି...