Home ମନୋରଞ୍ଜନ ୩୩ବର୍ଷରେ ପର୍ଦାପଣ କଲେ ଆୟେଶା

୩୩ବର୍ଷରେ ପର୍ଦାପଣ କଲେ ଆୟେଶା

ବଲିଉଡ୍‌ର ଗ୍ଲାମରସ୍‌ ଅଭିନେତ୍ରୀ ଆୟେଶା ଟାକିଆ ବୁଧବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଏପ୍ରିଲ ୧୦ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କୁ ୪ବର୍ଷ ହୋଇଥିବାବେଳେ ଆୟେଶା ମଡେଲିଂ ଆରମ୍ଭ କରିଥିଲେ। ୧୫ ବର୍ଷ ବୟସରେ ଫାଲଗୁନୀ ପାଠକଙ୍କର ମେରେ ଚୁନର ଉଡି ଉଡି ଯାଏ…ରେ ଅଭିନୟ କରି ଦର୍ଶକଙ୍କ ମନ ଜିଣି ନେଇଥିଲେ। ୨୦୦୪ରେ ଟାର୍ଜନ: ଦି ଓ୍ବଣ୍ଡର କାର୍‌ରେ ତାଙ୍କର ଅଭିନୟ ବେଶ୍‌ ଉଚ୍ଚକୋଟୀର ଥିଲା। ସଲମାନ୍‌ ଖାଁଙ୍କ ଫିଲ୍ମ ଓ୍ବାଣ୍ଟେଡ୍‌ ତାଙ୍କ ପାଇଁ ଆଣିଥିଲା ସ୍ବତନ୍ତ୍ର ପରିଚିତି। ତେବେ ସମାଜବାଦୀ ପାଟି ନେତା ଅବୁ ଆଜ୍‌ମୀଙ୍କ ପୁତ୍ର ଫରହାନ୍‌ଙ୍କ ବିବାହ କରିବା ପରେ ଆୟେଶା ଏବେ ଫିଲ୍ମ ଦୁନିଆଠାରୁ ଦୂରେଇ ଯାଇଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...