Home ମନୋରଞ୍ଜନ ସଡକ -୨ରେ କାମ କରିବାକୁ ନେଇ ଆଲିଆ ନର୍ଭସ, କହିଲେ ଏହି କଥା

ସଡକ -୨ରେ କାମ କରିବାକୁ ନେଇ ଆଲିଆ ନର୍ଭସ, କହିଲେ ଏହି କଥା

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଆଜିକାଲି ବେଶ୍ ଚର୍ଚ୍ଚାରେ ରହୁଛନ୍ତି ।ଖୁବଶୀଘ୍ର ଆଲିଆଙ୍କ ନୂଆ ଫିଲ୍ମ ଧୂମ୍ ମଚାଇବା ପାଇଁ ପ୍ରସ୍ତୁତି ଚାଲିଛି । ଆଲିଆ ତାଙ୍କ ପିତା ମହେଶ ଭଟ୍ଟଙ୍କ ସହ କାମ କରିବାକୁ ନେଇ ନର୍ଭସ ଅଛନ୍ତି । “ରାଜୀ’ ଓ “ଗଲି ବାୟ’ର ସଫଳତା ପରେ ଆଲିଆଙ୍କ ପାଖରେ ବହୁ ଭଲ ଭଲ ପ୍ରଜେକ୍ଟ ରହିଛି । ଆଲିଆ ଖୁବଶୀଘ୍ର ଅୟାନ ମୁଖାର୍ଜୀଙ୍କ ଫିଲ୍ମ ବ୍ରହ୍ମାସ୍ତ୍ର୍, ଅଭିଶେକ ବର୍ମନଙ୍କ କଳଙ୍କ ଓ ମହେଶ ଭଟ୍ଟଙ୍କ ସଡକ-୨ରେ ନଜର ଆସିବେ । ସଡକ-୨ରେ ଆଲିଆଙ୍କ ପିତା ମହେଶ ଭଟ୍ଟ ନିର୍ଦ୍ଦେଶକ ହେବେ । ଏହି ଫିଲ୍ମକୁ ନେଇ ଏବେଠାରୁ ଖୁବ ଚର୍ଚ୍ଚା ହେଲାଣି । ଆଲିଆ ଫିଲ୍ମ ସଡକ-୨ର ସୁଟିଂ ଖୁବଶୀଘ୍ର ଆରମ୍ଭ କରିବେ । ଆଲିଆ ଏଇଥି ପାଇଁ ନର୍ଭସ ଅଛନ୍ତି । କାରଣ ତାଙ୍କ ପିତା ସଡକ-୨ର ନିର୍ଦ୍ଦେଶକ ଓ ତାଙ୍କ ସହ ଏକାଠି କାମ କରିବାର ଥିବାରୁ ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...