Home ମନୋରଞ୍ଜନ ଭାଇରାଲ ହେବାରେ ଲାଗିଛି ଜ୍ୟାକ୍‌ଲିନ୍‌ଙ୍କ ଟପ୍‌ଲେସ୍‌ ଫଟୋ

ଭାଇରାଲ ହେବାରେ ଲାଗିଛି ଜ୍ୟାକ୍‌ଲିନ୍‌ଙ୍କ ଟପ୍‌ଲେସ୍‌ ଫଟୋ

ମେଟ୍ରୋ ଟିଭି ବ୍ୟୁରୋ : ବଲିଉଡ୍ ବହୁ ପପୁଲାର ଓ କୋଟି କୋଟି ଦର୍ଶକଙ୍କ ହୃଦୟ ଜିତିଥିବା ଅଭିନେତ୍ରୀ ଜ୍ୟାକ୍‌ଲିନ୍ ଫର୍ଣ୍ଣାଣ୍ଡେଜ୍‌ଙ୍କର ବହୁ ଫ୍ୟାନ୍ ଫଲୋଅରସ୍ ରହିଛି । ତେବେ ତାଙ୍କର ଇନଷ୍ଟାଗ୍ରାମ୍‌ରେ ଫଲୋଅର୍ସ ସଂଖ୍ୟା ୪୬ ମିଲିୟନ୍ ତଥା ୪ କୋଟି ୬୦ ଲକ୍ଷ ଅତିକ୍ରମ କରିଛି । ସେହି ଖୁସିରେ ଜ୍ୟାକ୍‌ଲିନ ଏକ ଟପ୍‌ଲେସ୍‌ର ଫଟୋ ଶେୟାର କରିଛନ୍ତି ।

https://www.instagram.com/p/CGsF2EcM21b/

ଯାହାକି ବହୁ ମାତ୍ରାରେ ଭାଇରାଲ ହେବାରେ ଲାଗିଛି । ସେହି ଫଟୋରେ ଧଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବାବେଳେ ଶରୀରରେ ଉପରେ ଗୋଲାପର ଫୁଲତୋଡା ଘୋଡାଇ ରଖିଛନ୍ତି ।

https://www.instagram.com/p/CGsFj7lsSU_/

ଏବଂ ଏହି ଫଟୋ ପୋଷ୍ଟ କରି ଫ୍ୟାନ ମାନଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି କହିଛନ୍ତି କି ଲଭ୍ ୟୁ… ଥ୍ୟାଙ୍କ ୟୁ ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...