Home ମନୋରଞ୍ଜନ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ

(ମେଟ୍ରୋ ଟିଭି ବ୍ୟୁରୋ) ନୂଆଦିଲ୍ଲୀ :ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦେଶର ୪ର୍ଥ ସର୍ବଶ୍ରେଷ୍ଠ ସମ୍ମାନ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ଅଭିନୟରେ ନିଜର ସର୍ବୋଚ୍ଚ ପ୍ରତିପାଦନ ପାଇଁ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି ।

୭୧ ତମ ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ସରକାର ପଦ୍ମ ପୁରସ୍କାର ଘୋଷଣା କରିଥିଲେ। ମୋଟ ୧୪୧ ଜଣଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିବା ବେଳେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବା ନେଇ ଘୋଷଣା କରାଯାଇଥିଲା।

ଏହି ସମ୍ମାନରେ ସମ୍ମାନିତା ହେବା ପରେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, “ଏତେ ବଡ଼ ସମ୍ମାନରେ ସମ୍ମାନିତ ହେବା ପରେ ମୁଁ ବହୁତ ଖୁସି। ଏହି ସମ୍ମାନ ପାଇଁ ମୁଁ ମୋର ସାରା ଦେଶବାସୀଙ୍କୁ ଧନ୍ୟବାଦ ଜଣାଉଛି। ଯେଉଁ ମହିଳାମା‌ନେ ସ୍ବପ୍ନ ଦେଖିବାର ସାହାସ ରଖିଛନ୍ତି, ଏହି ସମ୍ମାନ ମୁଁ ସେମାନଙ୍କୁ ସମର୍ପିତ କରିବାକୁ ଚାହୁଁଛି” ।

 

 

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...