Home ମନୋରଞ୍ଜନ ବିବାହ ବନ୍ଧନରେ ବାନ୍ଧି ହେଲେ କଣ୍ଠଶିଳ୍ପୀ ନେହା କକ୍କର

ବିବାହ ବନ୍ଧନରେ ବାନ୍ଧି ହେଲେ କଣ୍ଠଶିଳ୍ପୀ ନେହା କକ୍କର

ମେଟ୍ରୋ ଟିଭି ବ୍ୟୁରୋ : ବଲିଉଡ୍ କଣ୍ଠଶିଳ୍ପୀ ନେହା କକ୍କର ଶେଷରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଶନିବାର ଦିଲ୍ଲୀ ସ୍ଥିତ ଗୁରୁଦ୍ୱାରରେ ସେ ଦୁହେଁ ବିବାହ କରିଛନ୍ତି । ଅକ୍ଟୋବର ୬ରେ ଦୁହିଁଙ୍କର ପ୍ରେମର ସୂଚନା ଦେଇଥିଲେ । କିଛି ଦିନ ପରେ ରୋକା ହୋଇଥିଲା ଏହାପରେ ହଲଦୀ ଅକ୍ଟୋବର ୨୩ରେ ଅନୁଷ୍ଟିତ ହୋଇଥିଲା । ୨୪ରେ ତାଙ୍କର ବିବାହ ହୋଇଥିଲା । , ୨୬ରେ ଉଭୟ ମୋହାଲିରେ ରିସେପସନ୍ ପାର୍ଟି ଦେବେ । ତାଙ୍କର ଶିଖ୍ ରୀତିନୀତିରେ ଏହି ବିବାହ ସମ୍ପନ୍ନ ହୋଇଛି ଓ ଉଭୟଙ୍କର ଆନନ୍ଦ କରାଜ ବିଧିରେ ଦିଲ୍ଲୀରେ କରାଯାଇଛି । ଦୁହିଁଙ୍କର ପିଙ୍କ କଲର ଆଉଟଫିଟ୍ ରହିଥିବାବେଳେ ,ନେହା ପିଙ୍କ କଲରର ଲେହେଙ୍ଗା ପିନ୍ଧିଥିବାବେଳେ ରୋହନ ମଧ୍ୟ ସେହି ରଙ୍ଗର ସେରୱାନିରେ ନଜର ଆସିଥିଲେ । ତାଙ୍କ ଫ୍ୟାନ୍ ମାନେ ଫଟୋ ଭିଡିଓ ବିବାହ ଦୃଶ୍ୟକୁ କ୍ୟାମେରାରେ କଏଦ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ସେହିପରି ନେହା ଏଯାଏଁ କୈାଣସି ଫଟୋ ଭିଡିଓ ପୋଷ୍ଟ କରିନାହାନ୍ତି । ତେବେ ଏହି ସବୁ ଭିଡିଓ ଦେଖି ଫ୍ୟାନମାନେ ଦୁହିଁଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...