METRO TV BUREAU
Image

୧୯ ତାରିଖ ଦିନ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ



 ଆସନ୍ତା ୧୯ ତାରିଖ ଦିନ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ । ଏ ନେଇ ଆଜି ସ୍କୁଲ ଓ ଗଣ ଶିକ୍ଷା ବିଭାଗର ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ମୋଟ ସାଢ଼େ ତିନି ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫ ହଜାର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି । ଆସନ୍ତା ୧୯ ତାରିଖ ଦିନ ପରୀକ୍ଷା ଫଳ ପ୍ରକାଶ ପାଇବା  |