Home ଦେଶ-ବିଦେଶ କଂଗ୍ରେସ ଉପରେ ବର୍ଷିଲେ କେଜ୍ରିୱାଲ

କଂଗ୍ରେସ ଉପରେ ବର୍ଷିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କଂଗ୍ରେସ ଉପରେ ବର୍ଷିଛନ୍ତି। କେଜରିଓ୍ବାଲଙ୍କ ଆମ୍‌ ଆଦମୀ ପାର୍ଟି(ଆପ୍‌) ସହ କଂଗ୍ରେସ ମେଣ୍ଟ ନ କରିବାରୁ କେଜରିଓ୍ବାଲ କହିଛନ୍ତି କଂଗ୍ରେସ ଏବେ ଅହଂକାରୀ ହୋଇଯାଇଛି। ସେ କହିଛନ୍ତି ଏଥର ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଖାରଜ ହେବା ସହ ନିର୍ବାଚନରେ ସେମାନେ ଅମାନତ ହରାଇବେ। କେଜରିଓ୍ବାଲଙ୍କ ଏହି କଥା ଶୁଣିବା ପରେ କଂଗ୍ରେସ ଉପରେ ତାଙ୍କର କେତେ ପରିମାଣରେ ରାଗ ରହିଛି ତାହା ସ୍ପଷ୍ଟଭାବେ ବାରି ହୋଇ ପଡୁଛି। ସୂଚନାଯୋଗ୍ୟ, ଶନିବାର କେଜରିଓ୍ବାଲ ମୁସ୍ତଫାବାଦରେ ଏକ ଜନସଭାକୁ ସମ୍ବୋଧନ ଦେବା ବେଳେ କହିଥିଲେ କି ସେ କଂଗ୍ରେସ ସହ ମେଣ୍ଟ କରିବାକୁ ଚାହୁଁଥିଲେ । ଆଉ ଏନେଇ ସେ କଂଗ୍ରେସକୁ ମଧ୍ୟ ବୁଝାଇବାକୁ ଚେଷ୍ଟା କରିଥିଲେ। ହେଲେ କଂଗ୍ରେସ ତାଙ୍କ କଥା ରଖିଲା ନାହିଁ। 

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...