Home ଦେଶ-ବିଦେଶ ନିଜ ଝିଅ ସହିତ ମଦ ନିଶାରେ ବାପା ଘଟାଇଲା ଏମିତି କିଛି!!

ନିଜ ଝିଅ ସହିତ ମଦ ନିଶାରେ ବାପା ଘଟାଇଲା ଏମିତି କିଛି!!

ବାପା’ ଝିଅର ସମ୍ପର୍କ ଅତି ପବିତ୍ର ସମ୍ପର୍କ ବୋଲି ଆମେ ମାନୁ। କିନ୍ତୁ ନିଶା ଗୋଟିଏ ଏମିତି ଜିନିଷ ଯିଏ ସବୁ ସମ୍ପର୍କକୁ ମାଟିରେ ମିଶାଇ ଦିଏ। ଖାସକରି ନିକଟରେ ଘଟିଥିବା ଘଟଣା ଶୁଣିଲେ ଆପଣଙ୍କର ପାଦତଳୁ ମାଟି ଘସିଯିବ। କାରଣ ମଦ ନିଶାରେ ଜଣେ ବାପା ଏତେ ତଳକୁ ଘସିଗଲା ଯେ ନିଜ ୧୦ବର୍ଷର ଝିଅ ସହିତ ଦୁଷ୍କର୍ମ କରିବାକୁ ପଛାଇ ନଥିଲା।

ସୂଚନା ଅନୁସାରେ ହରିଦ୍ଵାର ନିକଟରେ ଏକ ଛୋଟିଆ ଗାଁରେ ଏମିତି ଘଟଣା ଘଟିଛି। ୧୦ବର୍ଷର ଝିଅ ଯିଏ ୪ର୍ଥ ଶ୍ରେଣୀରେ ପାଠ ପଢୁଥିବା, ଏହିସବୁ କଥା ନିଜ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲା। ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଏଭଳି ଲଜ୍ଜ୍ୟନୀୟ ଘଟଣା ଶୁଣିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଝିଅ ଠାରୁ ସବୁ ଶୁଣିବା ପରେ ଅଭିଯୁକ୍ତ ବାପାକୁ ଖୋଜୁଛି। ଅଭିଯୁକ୍ତ ବାପ ସବୁବେଳେ ମଦ ନିଶାରେ ବୁଡି ରହୁଥିବାରୁ ଏମିତି ଘଟାଇଥିବ ବୋଲି ପୋଲିସ ପ୍ରଥମ ଅନୁସନ୍ଧାନରୁ ଜଣାପଡିଛି।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...