Home ଦେଶ-ବିଦେଶ ବିଜେପିରେ ସାମିଲ ହେଲେ ଅପରାଜିତା ଷଡଙ୍ଗୀ

ବିଜେପିରେ ସାମିଲ ହେଲେ ଅପରାଜିତା ଷଡଙ୍ଗୀ

ନୂଆଦିଲ୍ଲୀ: ଭାରତୀୟ ପ୍ରଶାସନିକ ସେବାରୁ ସ୍ୱେଚ୍ଚାକୃତ ଅବସର ନେଇଥିିବା ବରିଷ୍ଠ ଆଇଏଏସ ଅଫିସର ତଥା ଓଡ଼ିଆ ବୋହୂ ଅପରାଜିତା ଷଡଙ୍ଗୀ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଆଜି ନୂଆଦିଲ୍ଲୀଠାରେ ଶ୍ରୀମତୀ ଷଢଙ୍ଗୀ ବିଜେପି ରାଷ୍ଟ୍ରୀୟ ଅକ୍ଷ୍ୟକ୍ଷ ଅମିତା ଶାହାଙ୍କ ବାସଭବନକୁ ଯାଇ ବିଜେପିରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଉପସ୍ଥିତ ଥିଲେ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...