Home ଦେଶ-ବିଦେଶ ଏନଡିଏରେ ରହିବ ଜେଡିୟୁ, କିନ୍ତୁ ସରକାରରେ ସାମିଲ ହେଲାନି

ଏନଡିଏରେ ରହିବ ଜେଡିୟୁ, କିନ୍ତୁ ସରକାରରେ ସାମିଲ ହେଲାନି

ନୂଆଦିଲ୍ଲୀ : କେନ୍ଦ୍ର ସରକାରରେ ସାମିଲ ହେବା ପ୍ରସ୍ତାବକୁ ଜେଡିୟୁ ନେତା ନୀତୀଶ କୁମାର ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥର ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ଦଳର କୌଣସି ନେତା ସାମିଲ ହେଉ ନ ଥିବା ସେ ପ୍ରକାଶ କରିଛନ୍ତି। ତେବେ ଦଳ ପୂର୍ବଭଳି ଏନ୍‌ଡିଏର ଅଂଶୀଦାର ହୋଇ ରହିବ ବୋଲି ନୀତୀଶ କୁମାର ପ୍ରକାଶ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଜେଡିୟୁକୁ ଗୋଟିଏ କ୍ୟାବିନେଟ ମନ୍ତ୍ରୀ ପଦ ଦେବାକୁ ପ୍ରସ୍ତାବ ମିଳିଥିଲା। ଏହା ଦଳ ପାଇଁ ଯଥେଷ୍ଟ ନ ହେବାରୁ ଜେଡିୟୁ ମୋଦି ମନ୍ତ୍ରିମଣ୍ଡଳରୁ ଓହରି ଯିବାକୁ ନିଷ୍ପତ୍ତି ନେଲା ବୋଲି କୁହାଯାଉଛି। ପ୍ରକାଶଥାଉ କି, ବିହାରରେ ଭାଜପା ଓ ଜେଡିୟୁ ମେଣ୍ଟକରି ପ୍ରତ୍ୟେକ ୧୭ଟି ଆସନରେ ନିର୍ବାଚନ ଲଢ଼ିଥିବାବେଳେ ଜେଡିୟୁକୁ ୧୬ ଆସନ ମିଳିଥିଲା।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...