National/International

ଯବାନଙ୍କ ସହ ଦିୱାଲି ପାଳନ କଲେ ମୋଦି

  •  
  • 1
  •  
  •  
  •  
  •  
  •  
    1
    Share

ଡେରାଡୁନ୍‌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଉତ୍ତରାଖଣ୍ଡ ଡେରାଡୁନ୍‌ରେ ପହଞ୍ଚିଛନ୍ତି। ଏହାପରେ ଭାରତ-ଚାଇନା ସୀମାସ୍ଥିତ ହର୍ଷିଲ୍‌ରେ ପହଞ୍ଚି ସେଠାରେ ମୁତୟନ ଥିବା ଯବାନଙ୍କ ସହିତ ୧୧ ହଜାର ଫୁଟ ଉଚ୍ଚରେ ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଯବାନଙ୍କୁ ମିଠା ଖୁଆଇବା ସହିତ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି।

  •  
    1
    Share
  •  
  • 1
  •  
  •  
  •  
  •  
Loading...

Join The Discussion

Loading...