Home ଦେଶ-ବିଦେଶ ଦେଶରେ ଆର୍ଥିକ ଅଭିବୃଦ୍ଧି କମାଇବ ଜଳବାୟୁ ପରିବର୍ତ୍ତନ

ଦେଶରେ ଆର୍ଥିକ ଅଭିବୃଦ୍ଧି କମାଇବ ଜଳବାୟୁ ପରିବର୍ତ୍ତନ

(ମେଟ୍ରୋ ଟିଭି ବ୍ୟୁରୋ) ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଜଳବାୟୁ ପରିବର୍ତ୍ତନ ଦେଖାଦେଉଛି  । ଏହି ଜଳବାୟୁ ପରିବର୍ତ୍ତନ ଦେଶର ଆର୍ଥିକ ଅଭିବୃଦ୍ଧି ହାର ଉପରେ ପ୍ରଭାବ ପକାଇବା ଆଶଙ୍କା କରାଯାଉଛି । ଆଗାମୀ ୧୦ ବର୍ଷ ପରେ ଦେଶର ଜିଡିପି ଜଳବାୟୁ ପରିବର୍ତ୍ତନ ପାଇଁ ପ୍ରଭାବିତ ହେବ ବୋଲି ମେକେଁଜି ଗ୍ଲୋବାଲ ଇନଷ୍ଟିଚ୍ୟୁଟ୍ ଗବେଷଣା ସଂସ୍ଥା ରିପୋର୍ଟ ରୁ ଜଣାପଡିଛି  ।

ମେକେଁଜି ଗ୍ଲୋବାଲ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ୨୦୩୦ ସୁଦ୍ଧା ଜଳବାୟୁ ପରିବର୍ତ୍ତନର ପ୍ରଭାବ ବିଶ୍ୱର ଅନେକ ଦେଶରେ ପଡ଼ିବ। ଗରମ ଏବଂ ଉଷ୍ମତା ବଢ଼ିବା କାରଣରୁ ଲୋକଙ୍କୁ କାମ କରିବାରେ ଅସୁବିଧା ହେବ। ଫଳରେ ଉତ୍ପାଦନ କ୍ଷମତା କମିବ। ଯାହାର ପ୍ରଭାବ ଦେଶର ଜିଡ଼ିପି ବା ଅଭିବୃଦ୍ଧି ହାର ଉପରେ ପଡ଼ିବ
ଭାରତୀୟ ଅର୍ଥବ୍ୟବସ୍ଥାରେ ଏହାର ପ୍ରଭାବ ପଡ଼ିଲେ  ଜିଡ଼ିପି ହ୍ରାସ ପାଇବ ବୋଲି ମେକେଁଜି ଗ୍ଲୋବାଲ ଇନଷ୍ଟିଚ୍ୟୁଟ୍ ଆକଳନ କରିଛି। ୨୦୩୦ ବେଳକୁ ଦେଶରେ ପ୍ରବଳ ଗରମ ଅନୁଭୂତ ହେବ ବୋଲି ଆକଳନ କରାଯାଇଥିବା ବେଳେ ୨୦୫୦ ବେଳକୁ ନିଆଁ ବର୍ଷିବ ବୋଲି ଚିତ୍ର ଜରିଆରେ ମେକେଁଜି ଗ୍ଲୋବାଲ ଇନଷ୍ଟିଚ୍ୟୁଟ୍ ରିପୋର୍ଟ ପ୍ରକାଶ କରିଛି।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...