Home ଦେଶ-ବିଦେଶ ରାଜସ୍ଥାନ ନିର୍ବାଚନରେ କଂଗେସକୁ ମିଳିବ ବହୁମତ : ସର୍ଭେ

ରାଜସ୍ଥାନ ନିର୍ବାଚନରେ କଂଗେସକୁ ମିଳିବ ବହୁମତ : ସର୍ଭେ

ଜୟପୁର : ଆଗକୁ ରାଜସ୍ଥାନରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏବେଠାରୁ କେଉଁ ଦଳକୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ସର୍ଭେ କରିଛନ୍ତି । ଏହି ପରିପ୍ରେକ୍ଷୀରେଏବିପି ନ୍ୟୁଜର ଏକ ସର୍ଭେ ମୁତାବକ ନିର୍ବାଚନରେ କଂଗ୍ରେସ ସବୁଠୁ ବଡ ଦଳ ଭାବେ ଉଭା ହେବାର ସମ୍ଭାବନା ରହିଛି । କଂଗ୍ରେସକୁ ୧୩୦ ସିଟ୍ ମିଳୁବାର ସମ୍ଭାବନା ଥିବା ବେଳେ ବିଜେପିକୁ ୫୭ ଓ ଅନ୍ୟ ଦଳକୁ ୧୩ଟି ଆସନ ମିଳିବ ବୋଲି ଏହି ସର୍ଭେ ରିପୋର୍ଟରେ କୁହାଯାଇଛଇ । ସେହିପରି ମୁଖ୍ୟମନ୍ତ୍ରୀ ଭାବେ ୪୧ ପ୍ରତିଶତ ଲୋକ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗହଲୋତ, ବସୁନ୍ଧରା ରାଜାଙ୍କୁ ୨୪ ପ୍ରତିଶତ ଓ ସଚିନ ପାଇଲଟଙ୍କୁ ୧୮ ପ୍ରତିଶତ ଲୋକ ପସନ୍ଦ କରୁଥିବା ଏହି ସର୍ଭେରୁ ଜଣାପଡିଛି ।

ରାଜ୍ୟର ଖବର

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

୨୩ରେ ପୁଣି ଓଡିଶା ଆସିବେ ମୋଦି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ପାଟକୁରାରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଭେଟିଛନ୍ତି। ବିଜୟ ମହାପାତ୍ରଙ୍କୁ ଭେଟିବା ପରେ ଦିଲ୍ଲୀପ ରାୟ...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...