Home ଦେଶ-ବିଦେଶ ଦିଲ୍ଲୀ ରାଜପଥରେ ଓଡିଶାର ରୁକୁଣା ରଥ

ଦିଲ୍ଲୀ ରାଜପଥରେ ଓଡିଶାର ରୁକୁଣା ରଥ

(ମେଟ୍ରୋ ଟିଭି ବ୍ୟୁରୋ) ନୂଆଦିଲ୍ଲୀ :ଆଜି ସାରା ଦେଶରେ ପାଳିତ ହୋଇଯାଇଛି ୭୧ ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ନୂଆଦିଲ୍ଲୀ ରାଜପଥରେ ଚିତ୍ତାକର୍ଷକ ପ୍ୟାରେଡ୍ ଅନୁଷ୍ଠିତ ହୋଇଥିଲା। ତା’ସହିତ ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ଼ ମଧ୍ୟ ଏଠାରେ ଦେଖିବାକୁ ମିଳିଥିଲା। ଏହା ମଧ୍ୟରେ ଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଚଳିତ ବର୍ଷ ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ଦେଖିବାକୁ ମିଳିଥିଲା। ଏହାସହ ଲିଙ୍ଗରାଜ ମନ୍ଦିରର ପ୍ରତିକୃତିକୁ ମଧ୍ୟ ଏଥିରେ ଦେଖିବାକୁ ମିଳିଥିଲା। ପ୍ରଜ୍ଞାପନ ମେଢ଼ ଉପରେ ୮ ଜଣ ନୃତ୍ୟଶିଳ୍ପୀ ଓଡ଼ିଶୀ ଗୀତର ତାଳେ ତାଳେ ନୃତ୍ୟ କରିଥିଲେ। ସେହିପରି ମେଢ଼ ଚାରିପାଖେ ୨୦ଜଣ ଶିଳ୍ପୀ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ  ।

 

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...