Home ଦେଶ-ବିଦେଶ ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ମେଟ୍ରୋ ଟିଭି ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ କରୋନା ସଂକ୍ରମଣ ଯୋଗୁଁ ଅନଲକ ୬.୦ର ଗାଇଡ ଲାଇନ୍ ଜାରି କଲେ କେନ୍ଦ୍ର ସରକାର । କରୋନା ସଂକ୍ରମଣ ଯୋଗୁଁ ଚିହ୍ନଟ ହୋଇଥିବା କଣ୍ଟେନମେଣ୍ଟ ଜୋନ ଗୁଡିକରେ ପୂର୍ବଭଳି ଲକଡାଉନ୍ ଜାରି ରହିବ ।
ସେହିପରି ସେପ୍ଟେମ୍ବର ମାସ ଅନଲକ-୫ ପାଇଁ ଜାରି ହୋଇଥିବା ଗାଇଡଲାଇନ ନଭେମ୍ବର ୩୦ ଯାଏଁ ବଳବତ୍ତର ରହିବ । ରାଜ୍ୟ ଭିତରେ ଓ ଅନ୍ୟ ରାଜ୍ୟକୁ ଗମନାଗମନରେ କଟକଣା ରହିବ ନାହିଁ । ସେହିପରି ସିନେମା ହଲ୍ ଓ ସୁଇମିଂ ପୁଲର କଟକଣା ଭିତରେ ଜାରି ରହିବ ।ଏହା ଗୃହମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସେହିପରି କଣ୍ଟେନମେଣ୍ଟ ଜୋନ ବାହାରେ ଥିବା ସମସ୍ତ ସିନେମା ହଲ, ଥ୍ରୀଏଟର ଓ ମଲ୍ଟିପ୍ଲେକ୍ସ ଗୁଡିକ ଅକ୍ଟୋବର ୧୫ରୁ ଖୋଲିବ ବୋଲିି ଅନୁମତି ମିଳିଥିଲା । ନୂଆ ନିୟମନୁଯାୟୀ କଣ୍ଟେନମେଣ୍ଟ ଜୋନରେ କଡା ନିୟମ ପାଳନ କରାଯିବ । ମହାମାରି କରୋନା ପାଇଁ କେନ୍ଦ୍ର ସରକାର ମାର୍ଚ୍ଚ ୨୪ ତାରିଖରେ ଦେଶରେ ଲକଡାଉନ ଘୋଷଣା କରିଥିଲେ ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...