Home ଦେଶ-ବିଦେଶ ମେନକା ଗାନ୍ଧୀଙ୍କୁ ନୋଟିସ୍

ମେନକା ଗାନ୍ଧୀଙ୍କୁ ନୋଟିସ୍

ଲକ୍ଷ୍ନୌ: ଶୁକ୍ରବାର ମୁସଲମାନ ଭୋଟରଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇ ସୁଲ୍‌ତାନପୁର ବିଜେପି ପ୍ରାର୍ଥିନୀ ଓ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀ ବିବାଦରେ ପଡ଼ିଛନ୍ତି। ମୁସଲମାନ ଅଧ୍ୟୁଷିତ ତୁରବ ଖାନି ଗାଁରେ ନିର୍ବାଚନ ରାଲିରେ ଗାନ୍ଧୀ କହିଲେ ଯଦି ତାଙ୍କୁ ଭୋଟ ନ ଦିଅନ୍ତି ମୁସଲମାନମାନେ କର୍ମସଂସ୍ଥାନ ପାଇବେ ନାହିଁ। ସେ ଆହୁରି ମଧ୍ୟ କହିଲେ କି, ମୁସଲମାନମାନଙ୍କ ସମର୍ଥନ ବିନା ସେ ନିର୍ବାଚନ ଜିଣି ପାରିବେ ନାହିଁ। ତାଙ୍କ ଭାଷଣର ଏକ କ୍ଲିପ୍‌ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବା ପରେ ବିରୋଧୀ ଦଳ ଏହାକୁ ସାମ୍ପ୍ରଦାୟିକ ବୋଲି କହି ତାଙ୍କୁ ସମାଲୋଚନା କରିଛନ୍ତିସୁଲ୍‌ତାନ୍‌ପୁରର ଆଡିସ୍‌ନାଲ୍‌ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ ହରଦେଓ ପାଣ୍ଡେ କହିଛନ୍ତି ଯେ ସଦର ସବ୍‌ଡିଭିଜ୍‌ନାଲ୍‌ ମାଜିଷ୍ଟ୍ରେଟ୍‌ ଜବାବ ତଲବ କରି ଗାନ୍ଧୀଙ୍କୁ ନୋଟିସ୍‌ ଜାରି କରିଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...