Home ଦେଶ-ବିଦେଶ ପୁଣି ଧନୀ ତାଲିକାର ଶୀର୍ଷରେ ମୁକେଶ ଅମ୍ବାନୀ

ପୁଣି ଧନୀ ତାଲିକାର ଶୀର୍ଷରେ ମୁକେଶ ଅମ୍ବାନୀ

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣି ଥରେ ଧନୀ ତାଲିକାର ଶୀର୍ଷରେ ରହିଛନ୍ତି। ୪୭.୩ ଅରବ ଡଲାର ସମ୍ପତ୍ତି ସହ ମୁକେଶ ୧୧ ଥର ଲାଗି ଭାରତୀୟ ଧନୀ ତାଲିକାର ଶୀର୍ଷ ସ୍ଥାନ ଅଳଙ୍କୃତ କରିଛନ୍ତି। ଫୋର୍ବସ ପତ୍ରିକାର ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ ମୁକେଶଙ୍କ ବ୍ୟବସାୟରେ ୯.୩ ଅରବ ଡଲାର ବୃଦ୍ଧି ହୋଇଛି। ଏହା ସହ ଚଳିତ ବର୍ଷ ସେ ସବୁଠାରୁ ଅଧିକ ଆୟ କରିଥିବା ଭାରତୀୟ। ଫୋର୍ବସ ଇଣ୍ଡିଆର ରିଚେଷ୍ଟ ଇଣ୍ଡିଆନ୍‌ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଓ୍ବିପ୍ରୋ ଅଧ୍ୟକ୍ଷ ଅଜିମ ପ୍ରେମଜୀ। ଏବର୍ଷ ତାଙ୍କ ସମ୍ପତ୍ତିର ମୂଲ୍ୟ ୨ ଅରବ ଡଲାର ବୃଦ୍ଧି ପାଇ ୨୧ ଅରବ ଡଲାରରେ ପହଞ୍ଚିଛି। ସେହିପରି ଆର୍ସିଲର ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ମିତ୍ତଲଙ୍କ ସମ୍ପତ୍ତି ୧.୮ ଅରବ ଡଲାର ବୃଦ୍ଧି ପାଇ ୧୮.୩ ଅରବ ଡଲାରରେ ପହଞ୍ଚିଛି। ସେ ଏହି ଧନୀ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...