Home ଦେଶ-ବିଦେଶ ଗଣତନ୍ତ୍ର ଦିବସରେ ମୋଦିଙ୍କ ନୂଆ ଟ୍ରେଣ୍ଡ ଆରମ୍ଭ

ଗଣତନ୍ତ୍ର ଦିବସରେ ମୋଦିଙ୍କ ନୂଆ ଟ୍ରେଣ୍ଡ ଆରମ୍ଭ

(ମେଟ୍ରୋ ଟିଭି ବ୍ୟୁରୋ ) -ନୂଆଦିଲ୍ଲୀ:ଗଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ପରମ୍ପରା ଆରମ୍ଭ କରିଛନ୍ତି । ଇଣ୍ଡିଆ ଗେଟ ସ୍ଥିତ ଅମର ଯବାନ ଜ୍ୟୋତିକୁ ନଯାଇ ଶହୀଦଙ୍କ ପାଇଁ ତିଆରି ହୋଇଥିବା ରାଷ୍ଟ୍ରୀୟ ସ୍ମାରକ ପୀଠକୁ ଯାଇଥିଲେ ପ୍ରଧାନମନ୍ତ୍ରୀ। ସେଠାରେ ଶହୀଦଙ୍କୁ ସମ୍ମାନ ଜଣାଇବା ସହିତ ଶ୍ରଦ୍ଧାଞ୍ଜଳୀ ଦେଇଥିଲେ। ଏହି ଅବସରରେ ଦେଶ ପ୍ରଥମ ସିଡିଏସଙ୍କ ସହିତ ତିନି ସେନାର ପ୍ରମୁଖ ଉପସ୍ଥିତ ଥିଲେ।୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ଶହୀଦଙ୍କୁ ମନେପକାଇବା ପାଇଁ ୧୯୭୨ରେ ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ ଜ୍ୟୋତି ସ୍ଥାପନ କରାଯାଇଥିଲା। ତିନି ସେନାର ପ୍ରମୁଖ ପୂର୍ବରୁ କିନ୍ତୁ ଅମର ଯବାନ ଜ୍ୟୋତି ନିକଟକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଉଥିଲେ। ଚଳିତଥର କିନ୍ତୁ ପ୍ରଥମ ଥର ପାଇଁ ତିନି ସେନାର ପ୍ରମୁଖ ରାଷ୍ଟ୍ରୀୟ ସ୍ମାରକୀ ପୀଠ ନିକଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

 

 

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...