Home ଦେଶ-ବିଦେଶ ସଂନ୍ଧ୍ୟା ୬ଟାରେ ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସଂନ୍ଧ୍ୟା ୬ଟାରେ ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମେଟ୍ରୋ ଟିଭି ବ୍ୟୁରୋ : ଆଜି ସଂନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟ୍ୱିଟ୍ କରିବା ପରେ କାହାକୁ ନେଇ ଆଲୋଚନା ଅବା ସନ୍ଦେସ ଦେବେ ତାହାକୁ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି । ଏନେଇ କିଛି ରାଜନୈତିକ ବିଶେଷଜ୍ଞଙ୍କ କହିବାନୁଯାୟୀ ପ୍ରଧାନମନ୍ତ୍ରୀ କରୋନାକୁ ନେଇ ମଧ୍ୟ କିଛି ସୂଚନା ଦେଇପାରନ୍ତି । ସାମାଜିକ ଦୁରତାକୁ ମଧ୍ୟ କିଛି କହିପାରନ୍ତି । ସେହିପରି ଅନ୍ୟ ପଟେ କୃଷି ବିଲ୍ ଓ ତାହା ସହ ବିହାର ନିର୍ନାଚନ , ଅନ୍ୟ ସ୍ଥାନରେ ଉପନିର୍ବାଚନ ପାଇଁ ହେଉଥିବା ପ୍ରଚାର ପାଇଁ ମଧ୍ୟ ଆଲୋଚନା କରିପାରନ୍ତି । ଅନ୍ୟ ପକ୍ଷରେ ବଢୁଥିବା ଗୋଷ୍ଠୀ ସଂକ୍ରମଣକୁ ନେଇ କିଛି ମନ୍ତବ୍ୟ ମଧ୍ୟ ଦେଇପାରନ୍ତି । ତେବେ ଏହାକୁ ନେଇ ଅନେକ କଳ୍ପନା ଜଳ୍ପନା କରାଯାଉଥିବାବେଳେ ଦେଶବାସୀଙ୍କୁ କି ବାର୍ତ୍ତା ଦେବେ ତାହା ଜାଣିବା ପାଇଁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ । ଏହି ସମ୍ବୋଧନ ପାଇଁ ସେ ଦେଶବାସୀଙ୍କୁ ଯୋଡି ରହିବାକୁ ଅନୁରୋଧ କରିଛନ୍ତି ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...