Home ଦେଶ-ବିଦେଶ ଅଜମେର୍‌ ଦରଘାରେ ରାହୁଳ

ଅଜମେର୍‌ ଦରଘାରେ ରାହୁଳ

ଅଜମେର୍‌: କଂଗ୍ରେସ ଅଧ୍ୟକ୍ଷ ରାହୁଳ ଗାନ୍ଧୀ ସୋମବାର ଅଜମେର୍‌ ଦରଘାରେ ପହଞ୍ଚିଛନ୍ତି। ରାହୁଳଙ୍କ ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଘେହଲେଟ୍‌ ଓ ରାଜ୍ୟ କଂଗ୍ରେସ ମୁଖ୍ୟ ସଚିନ୍‌ ପାଇଲଟ୍‌ ୧୩ ଶତାବ୍ଦୀ ସୁଫି ସନ୍ଥ ଖ୍ବାଜା ମୋଇନୁଦ୍ଦିନ୍‌ ଚିସ୍ତିଙ୍କୁ ଚାଦର ଚଢ଼ାଇଛନ୍ତି। ଏହାପରେ ରାହୁଳ ପୁଷ୍କରରେ ପୂଜାର୍ଚ୍ଚନା କରି ଜୟସେଲମର ଜିଲାର ପୋଖରାନ୍‌ଠାରେ ଏକ ନିର୍ବାଚନ ରାଲିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...