Home ଦେଶ-ବିଦେଶ ବନ୍ଦ ହେବାକୁ ଯାଉଛି ଏସବିଆଇର କୋଟିକୋଟି ଏଟିଏମ କାର୍ଡ

ବନ୍ଦ ହେବାକୁ ଯାଉଛି ଏସବିଆଇର କୋଟିକୋଟି ଏଟିଏମ କାର୍ଡ

ନୂଆଦିଲ୍ଲୀ: ବନ୍ଦ ହେବାକୁ ଯାଉଛି ଏସବିଆଇର କୋଟିକୋଟି ଏଟିଏମ କାର୍ଡ। ଏଟିଏମ ମେସିନରେ ବି ଚାଲିବ ନାହିଁ ଏହି ଏଟିଏମ କାର୍ଡ। ଆଜ୍ଞା ହଁ ! ଆପଣ ଠିକ୍‌ ପଢୁଛନ୍ତି। ଭାରତର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ତଥା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଢିଆ (ଏସବିଆଇ) ଖୁବ ଶୀଘ୍ର ନିଜ ଗ୍ରାହକମାନଙ୍କୁ ପୁରୁଣା ଏଟିଏମ କାର୍ଡ ବଦଳାଇବାକୁ ନିର୍ଦ୍ଦେଶ ଦେଇଛି । ଏସବିଆଇର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶୁକ୍ରବାର ସୂଚନା ଦିଆଯାଇଛି କି, ଯେଉଁ ଗ୍ରାହକମାନଙ୍କ ନିକଟରେ ପୁରୁଣା ମ୍ୟାଜିଷ୍ଟ୍ରିପ ତଥା ମ୍ୟାଗ୍ନେଟିକ୍‌ ଡେବିଟ କାର୍ଡ ରହିଛି ସେମାନେ ନିଜ ନିଜର ଏହି ପୁରୁଣା ଏଟିଏମକାର୍ଡକୁ ତୁରନ୍ତ ବ୍ୟାଙ୍କ ଆସି ବଦଳାଇବାକୁ ପଡ଼ିବ। ଏସବିଆଇ ତରଫରୁ ଆହୁରୀ ମଧ୍ୟ କୁହାଯାଇଛି କି, ଏଟିଏମ କାର୍ଡର କନଭର୍ସନ ପ୍ରୋସେସରେ କୌଣସି ପ୍ରକାରର ଶୁଳ୍କ ନିଆଯିବ ନାହିଁ। ଏବଂ ଏହା ସଂପୂର୍ଣ୍ଣ ଭାବରେ ମାଗଣା ହେବ। ନିକଟରେ ଏସବିଆଇ ସହିତ ୬ଟି ଅନ୍ୟ ବ୍ୟାଙ୍କମାନଙ୍କ ସହ ସମ୍ମିଶ୍ରଣ ହୋଇଛି। ଏବଂ ବ୍ୟାଙ୍କର ଗ୍ରାହକମାନଙ୍କର ସଂଖ୍ୟାରେ ବଡ ପରିବର୍ତ୍ତନ ହୋଇଛି। ତେଣୁ ଏଭଳି ପରିସ୍ଥିତିରେ ବ୍ୟାଙ୍କର ଏଭଳି ନିଷ୍ପତିର ପ୍ରଭାବ କୋଟି କୋଟି ଗ୍ରାହକଙ୍କ ଉପରେ ପଡିପାରେ।

ରାଜ୍ୟର ଖବର

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

୨୩ରେ ପୁଣି ଓଡିଶା ଆସିବେ ମୋଦି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...