Home ଦେଶ-ବିଦେଶ ଲଞ୍ଚ୍ ହେଲା ୭୫ ଟଙ୍କିଆ କଏନ୍

ଲଞ୍ଚ୍ ହେଲା ୭୫ ଟଙ୍କିଆ କଏନ୍

ମେଟ୍ରୋ ଟିଭି ବ୍ୟୁରୋ : ୧୦୦ ଟଙ୍କା ପରେ ଏବେ ୭୫ଟଙ୍କାର କଏନ୍ ଲଞ୍ଚ ଜାରି ହୋଇଛି । ଆଜ ଖାଦ୍ୟ ଓ କୃଷି ସଂଗଠନ ର ୭୫ତମ ବାର୍ଷିକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ଟଙ୍କାର ମୁଦ୍ରା ଲଞ୍ଚ କରିଛନ୍ତି । ଏହି ସ୍ମୃତି କଏନ୍ ସାଧାରଣ କଏନ୍ ଭଳି । ହେଲେ ଏହାର ମୂଲ୍ୟ ସାଧାରଣ କଏନ୍ ଠାରୁ ଅଧିକ । ଏହାକୁ ସାଧାରଣ ଜନତା ରିର୍ଜଭ ବ୍ୟାଙ୍କରୁ ନିର୍ଦ୍ଧାରିତ ମୂଲ୍ୟ ଦେଇ କ୍ରୟ କରିପାରିବେ । କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ଦିବସ ୨୦୧୯ ରେ ୧୫୦ ଟଙ୍କିଆ ଚାନ୍ଦିର କଏନ୍ ଜାରି କରିଥିଲେ ।

ରାଜ୍ୟର ଖବର

ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଦେଖିପ।ରିବେନି ଭକ୍ତ

ମେଟ୍ରୋ ଟିଭି ବ୍ୟୁରୋ :ଆସନ୍ତା ୨୭ ତାରିଖରେ ଜଗତରନାଥ ଜଗନ୍ନାଥଙ୍କର ବହୁ ପ୍ରତିକ୍ଷିତ ନାଗାର୍ଜୁନ ବେଶ ପ୍ରତିଷ୍ଠିତ ହେବ । ଭିତର କାଠ ନିକଟରେ ହେବାକୁ ଥିବା ଏହି ଦୁର୍ଲଭ ନାଗାର୍ଜୁନ ବେଶକୁ...

ନକଲି ଓ ଅସଲି ସାମ୍ବାଦିକ ଚାନ୍ଦା ମାଗି ପୋଲିସ ଜାଲରେ ; ଓଡିଶାରେ ହଇଚଇ

ମେଟ୍ରୋ ଟିଭି ବ୍ୟୁରୋ : ନକଲି ସାମ୍ବାଦିକଙ୍କ ପରେ ଖୋଲିଲା ଅସଲି ସାମ୍ବାଦିକଙ୍କ ଗୁମର । ନକଲି ପରେ ପୁଣି ୩ ଜଣ ଅସଲି ସାମ୍ବାଦିକ, ବଟି ମାଗି ଗିରଫ ହୋଇଥିବା ଜଣାପଡିଛି...

ଚାନ୍ଦିରେ ଚମକିବ ଶ୍ରୀମନ୍ଦିର ଦ୍ୱାର

ମେଟ୍ରୋ ଟିଭି ବ୍ୟୁରୋ : ରୁପା ଛାଉଣୀରେ ଝଟକିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ସାତପାହାଚ ଦ୍ୱାର, ବେହରଣ ଦ୍ୱାର, କଳାହାଟ ଦ୍ୱାର ଓ ଜୟବିଜୟ ଦ୍ୱାର ସହିତ ଶ୍ଚିମ ଭୋଗ ମଣ୍ଡ,...

ଦେଶ-ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ଭୋଟ ; ଇଭିଏମରେ ବହୁନେତାଙ୍କ ଭାଗ୍ୟ

ମେଟ୍ରୋ ଟିଭି ବ୍ୟୁରୋ : କୋଭିଡ୍ ଘନଘଟା ଓ କାଁଭାଁ ଗଣ୍ଡଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିହାର ବିଧାନସଭା ନିର୍ବାଚନ । ମୋଟ୍ ୨୪୩ ଆସନ ମଧ୍ୟରୁ ଆଜି ୭୧ ଆସନରେ ଭୋଟ୍‌ଗ୍ରହଣ...

ଜାମ୍ମୁ-କାଶ୍ମରୀ,ଲଦାଖରେ ଜମି କିଣି ପାରିବେ ପ୍ରତି ଭାରତୀୟ

ମେଟ୍ରୋ ଟିଭି ବ୍ୟୁରୋ : ଜାମ୍ମୁ କାଶ୍ମୀର ପୁର୍ନଗଠନର ପରେ ଏଣିକି ଦେଶର ଯେକୈାଣସି ଭାରତୀୟ ନାଗରିକ ଦୁଇ କେନ୍ଦ୍ରଶାସିତ ଅଚଂଳ ଜାମ୍ମୁ-କାଶ୍ମିରୀ ଓ ଲଦାଖରେ ଜମି କିଣିପାରିବେ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରାଳୟ...

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ମେଟ୍ରୋ ଟିଭି ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ କରୋନା ସଂକ୍ରମଣ ଯୋଗୁଁ ଅନଲକ ୬.୦ର ଗାଇଡ ଲାଇନ୍ ଜାରି କଲେ କେନ୍ଦ୍ର ସରକାର । କରୋନା ସଂକ୍ରମଣ ଯୋଗୁଁ ଚିହ୍ନଟ...