Home ଦେଶ-ବିଦେଶ ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ ଏଥିରୁ ବାଦ୍‌ ଦିଆଯାଇଛି। ସେଥିମଧ୍ୟରୁ ୪୧ଟି ଆସନକୁ ରେଡ୍‌ ଆଲର୍ଟ ଘୋଷଣା କରାଯାଇଛି। ଏସବୁ ଆସନରେ ୩ରୁ ଅଧିକ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱୀତା  କରୁଛନ୍ତି।  ସେହିପରି ୮ଶହ ୮୮ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ନିର୍ବାଚନ ଲଢୁଛନ୍ତି। ମୋଟ୍‌ ପ୍ରାର୍ଥୀଙ୍କ ମଧ୍ୟରୁ ପୁରୁଷଙ୍କ ସଂଖ୍ୟା ୧୪ ଶହ ୭୦ ଥିବାବେଳେ ମହିଳାଙ୍କ ସଂଖ୍ୟା ଶହେ ୨୦ ରହିଛି। ଯାଞ୍ଚ୍‌ ହୋଇଥିବା ୧୫ଶହ ୯୦ ଜଣ ପ୍ରାର୍ଥୀଙ୍କ ସତ୍ୟପାଠରୁ ଏହା ଜଣାପଡ଼ିଥିବା କୁହାଯାଉଛି। ଏହି ପର୍ଯ୍ୟାୟରେ ଆସାମର ୫, ବିହାର ୫, ଛତିଶଗଡ଼ ୩, ଜମ୍ମୁ ଓ କଶ୍ମୀର ୨, କର୍ନାଟକ ୧୪ , ମହାରାଷ୍ଟ୍ର ୧୦, ମଣିପୁର ୧, ଓଡ଼ିଶା ୫, ତାମିଲନାଡ଼ୁ ୩୮, ତ୍ରିପୁରା ୧, ଉତ୍ତରପ୍ରଦେଶର ୮, ପଶ୍ଚିମବଙ୍ଗ ୩ ଏବଂ ପୁଡୁଚେରୀର ଗୋଟିଏ ଲୋକ ସଭା ଆସନ ପାଇଁ ମତଦାନ କରାଯିବ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...