Home ରାଜନୀତି ମେଂଟରେ ଲଢ଼ିବା ପାଇଁ ଆଲୋଚାନ ଚାଲିଛି - ନରସିଂହ ମିଶ୍ର

ମେଂଟରେ ଲଢ଼ିବା ପାଇଁ ଆଲୋଚାନ ଚାଲିଛି – ନରସିଂହ ମିଶ୍ର

ଭୁବନେଶ୍ୱର :- ଆସନ୍ତା ନିର୍ବାଚନରେ ମେଂଟରେ ଲଢ଼ିବା ପାଇଁ ଆଲୋଚନା ଚାଲିଛି ବୋଲି ବିରୋଧି ଦଳ ନେତା ନରସିଂହ ମିଶ୍ର ପ୍ରକାଶ କରିଛନ୍ତି । କଂଗ୍ରେସ ଏବଂ ଅନ୍ୟ ଦଳ ମଧ୍ୟରେ ଯୋଜନାରେ କଣ ପାର୍ଥକ୍ୟ ରହିଛି ସେଥିନେଇ ଲୋକମାନଙ୍କୁ ଅବଗତ କରାଇବୁ । ଦଳକୁ ଲୋକେ କେମିତି ବିଶ୍ୱାସ କରିବେ ତାହା ହିଁ ଆମ ପାଇଁ ବଡ଼ କଥା । ଫେବୃଆରୀ ସୁଦ୍ଧା ଦଳୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିବା ପାଇଁ ରାଷ୍ଟ୍ରିୟ ଅଧ୍ୟକ୍ଷ ରାହୁଳ ଗାନ୍ଧୀ ନିର୍ଦ୍ଦେଶ ଦେଇଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀଠାରେ ଅନୁଷ୍ଠିତ ବୈଠକରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଭିନ୍ନ ଭିନ୍ନ ସମସ୍ୟା ଉପରେ ମତାମତ ନିଆଯାଇଛି ।

ରାଜ୍ୟର ଖବର

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

୨୩ରେ ପୁଣି ଓଡିଶା ଆସିବେ ମୋଦି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...