Home ଖେଳ ଆଇପିଏଲରୁ ବାଦ୍ ପଡିଲେ ଭୁବନେଶ୍ୱର କୁମାର ଓ ଅମିତ୍ ମିଶ୍ରା

ଆଇପିଏଲରୁ ବାଦ୍ ପଡିଲେ ଭୁବନେଶ୍ୱର କୁମାର ଓ ଅମିତ୍ ମିଶ୍ରା

ମେଟ୍ରୋ ଟିଭି ବ୍ୟୁରୋ : ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଲେଗ୍ ସ୍ପିନର ଅମିତ୍ ମିଶ୍ରା ଚଳିତ ବର୍ଷ ଆଇପିଏଲରୁ ବାଦ ପଡିଛନ୍ତି । ଶୁକ୍ରବାର ଚେନ୍ନାଇ ସୁପରକିଙ୍ଗସ୍ ବିପକ୍ଷରେ ମ୍ୟାଚ୍ ବେଳେ ଭୁବି ଓ ଶନିବାର କୋଲକାତା ନାଇଟ୍ ରାଇଡର୍ସ ବିପକ୍ଷରେ ମ୍ୟାଚ୍ ଅବସରରେ ଅମିତ୍ ଆହାତ ହୋଇଥିଲେ । ସେହିଭଳି ଭୁବି ମଧ୍ୟ ମ୍ୟାଚ୍ ର ୧୯ତମ ଓଭରରେ ପ୍ରଥମ ବଲ୍ ପକାଇଲାବେଳେ ତାଙ୍କ ଜଙ୍ଘ ମାଂସପେଶୀ ଟାଣି ହୋଇଯାଇକି ଆହାତ ହୋଇଥିଲେ । ସେ ସମୟରେ ସେ ବଲ୍ ପକାଇ ପଡିଆ ଛାଡିଥିଲେ । ସେହିପରି ଠିକ ହେବାକୁ ୬ରୁ ୮ ସପ୍ତାହ ଲାଗିବ । ଫଳରେ ଅବଶିଷ୍ଟ ଆଇପିଏଲରୁ ବାଦ୍ ପଡିଥିବାବେଳେ ଚଳିତ ବର୍ଷ ଶେଷ ଭାଗରେ ଅଷ୍ଟ୍ରେଲିଆ ଗସ୍ତରୁ ମଧ୍ୟ ବାଦ୍ ପଡିବାର ଆଶଙ୍କା ରହିଛି ।

ରାଜ୍ୟର ଖବର

ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଦେଖିପ।ରିବେନି ଭକ୍ତ

ମେଟ୍ରୋ ଟିଭି ବ୍ୟୁରୋ :ଆସନ୍ତା ୨୭ ତାରିଖରେ ଜଗତରନାଥ ଜଗନ୍ନାଥଙ୍କର ବହୁ ପ୍ରତିକ୍ଷିତ ନାଗାର୍ଜୁନ ବେଶ ପ୍ରତିଷ୍ଠିତ ହେବ । ଭିତର କାଠ ନିକଟରେ ହେବାକୁ ଥିବା ଏହି ଦୁର୍ଲଭ ନାଗାର୍ଜୁନ ବେଶକୁ...

ନକଲି ଓ ଅସଲି ସାମ୍ବାଦିକ ଚାନ୍ଦା ମାଗି ପୋଲିସ ଜାଲରେ ; ଓଡିଶାରେ ହଇଚଇ

ମେଟ୍ରୋ ଟିଭି ବ୍ୟୁରୋ : ନକଲି ସାମ୍ବାଦିକଙ୍କ ପରେ ଖୋଲିଲା ଅସଲି ସାମ୍ବାଦିକଙ୍କ ଗୁମର । ନକଲି ପରେ ପୁଣି ୩ ଜଣ ଅସଲି ସାମ୍ବାଦିକ, ବଟି ମାଗି ଗିରଫ ହୋଇଥିବା ଜଣାପଡିଛି...

ଚାନ୍ଦିରେ ଚମକିବ ଶ୍ରୀମନ୍ଦିର ଦ୍ୱାର

ମେଟ୍ରୋ ଟିଭି ବ୍ୟୁରୋ : ରୁପା ଛାଉଣୀରେ ଝଟକିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ସାତପାହାଚ ଦ୍ୱାର, ବେହରଣ ଦ୍ୱାର, କଳାହାଟ ଦ୍ୱାର ଓ ଜୟବିଜୟ ଦ୍ୱାର ସହିତ ଶ୍ଚିମ ଭୋଗ ମଣ୍ଡ,...

ଦେଶ-ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ଭୋଟ ; ଇଭିଏମରେ ବହୁନେତାଙ୍କ ଭାଗ୍ୟ

ମେଟ୍ରୋ ଟିଭି ବ୍ୟୁରୋ : କୋଭିଡ୍ ଘନଘଟା ଓ କାଁଭାଁ ଗଣ୍ଡଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିହାର ବିଧାନସଭା ନିର୍ବାଚନ । ମୋଟ୍ ୨୪୩ ଆସନ ମଧ୍ୟରୁ ଆଜି ୭୧ ଆସନରେ ଭୋଟ୍‌ଗ୍ରହଣ...

ଜାମ୍ମୁ-କାଶ୍ମରୀ,ଲଦାଖରେ ଜମି କିଣି ପାରିବେ ପ୍ରତି ଭାରତୀୟ

ମେଟ୍ରୋ ଟିଭି ବ୍ୟୁରୋ : ଜାମ୍ମୁ କାଶ୍ମୀର ପୁର୍ନଗଠନର ପରେ ଏଣିକି ଦେଶର ଯେକୈାଣସି ଭାରତୀୟ ନାଗରିକ ଦୁଇ କେନ୍ଦ୍ରଶାସିତ ଅଚଂଳ ଜାମ୍ମୁ-କାଶ୍ମିରୀ ଓ ଲଦାଖରେ ଜମି କିଣିପାରିବେ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରାଳୟ...

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ମେଟ୍ରୋ ଟିଭି ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ କରୋନା ସଂକ୍ରମଣ ଯୋଗୁଁ ଅନଲକ ୬.୦ର ଗାଇଡ ଲାଇନ୍ ଜାରି କଲେ କେନ୍ଦ୍ର ସରକାର । କରୋନା ସଂକ୍ରମଣ ଯୋଗୁଁ ଚିହ୍ନଟ...