Home ଖେଳ ୩୦୦ ତମ ଟି-୨୦ ମ୍ୟାଚ ଖେଳିବାରେ ଧୋନୀ ପ୍ରଥମ ଭାରତୀୟ

୩୦୦ ତମ ଟି-୨୦ ମ୍ୟାଚ ଖେଳିବାରେ ଧୋନୀ ପ୍ରଥମ ଭାରତୀୟ

ମହେନ୍ଦ୍ର ସିଂ ଧୋନୀ ରବିବାର ଆଉ ଏକ ରେକର୍ଡ ନିଜ ନାଁରେ କରିଛନ୍ତି । ନ୍ୟୁଜିଲାଣ୍ଡ ବିରୋଧରେ ସିରିଜର ତୃତୀୟ ତଥା ଶେଷ ଟି୨୦ ମ୍ୟାଚରେ  ଧୋନୀ ଟି-୨୦ ଫରର୍ମାଟର ୩ଶହ ତମ ମ୍ୟାଚ ଖେଳିବାରେ ପ୍ରଥମ ଭାରତୀୟ ହୋଇଛନ୍ତି । ଧୋନୀ ବିଶ୍ୱର ୧୨ତମ ଖେଳାଳି ଭାବେ ୩୦୦ରୁ ଅଧିକ ଟି-୨୦ ମ୍ୟାଚ ଖେଳିଛନ୍ତି । ସେ ଇଂଲଣ୍ଡର ଲୁକ ରାଇଟଙ୍କ ସହ ସମୂହ ଭାବେ ସବୁଠାରୁ ଅଧିକ ମ୍ୟାଚ ଖେଳିବାର ଲିଷ୍ଟରେ ୧୨ ନମ୍ୱର ସ୍ଥାନରେ ଅଛନ୍ତି । ଧୋନୀ ନିଜ ଟି-୨୦ କ୍ୟାରିୟରରେ ୬୧୩୬ ରନ କରିଛନ୍ତି । ତାଙ୍କ ବ୍ୟାଟିଂ ଏଭେରେଜ ୩୮.୩୫ ରହିଛି । ଏଥିରେ ୨୪ଟି ଅର୍ଦ୍ଧଶତକ ରହିଛି । ୨୯୮ ମ୍ୟାଚ ସହ ରୋହିତ ଶର୍ମା ଭାରତୀୟ ଖେଳାଳୀଙ୍କ ଲିଷ୍ଟରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି । ୱେଷ୍ଟ ଇଣ୍ଡିଜର ଆଲରାଉଣ୍ଡର କେରଣ ପୋଲାଡ ୪୪୬ ମ୍ୟାଚ ସହ ଏହି ଲିଷ୍ଟର ପ୍ରଥମସ୍ଥାନରେ ଅଛନ୍ତି । ପୋଲାର୍ଡ ବର୍ତ୍ତମାନ ସୁଦ୍ଧା ୮୭୫୩ ରନ ସଂଗ୍ରହ କରିଛନ୍ତି ଯେଉଁଥିରେ ୪୩ଟି ଅର୍ଦ୍ଧଶତକ ରହିଛି ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...