Home ଖେଳ ବଟଲରଙ୍କ ବିସ୍ଫୋରକ ଅର୍ଦ୍ଧଶତକ : ରାଜସ୍ଥାନ ବିଜୟୀ

ବଟଲରଙ୍କ ବିସ୍ଫୋରକ ଅର୍ଦ୍ଧଶତକ : ରାଜସ୍ଥାନ ବିଜୟୀ

ମୁମ୍ବାଇ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ) ୨୦୧୯ର ୨୭ତମ ମ୍ୟାଚରେ ଶନିବାର ରାଜସ୍ଥାନ ରୟାଲସ୍‌ ୪ ଓ୍ଵିକେଟରେ ମୁମ୍ବାଇକୁ ପରାସ୍ତ କରିଛି। ରାଜସ୍ଥାନ ୧୯.୩ ଓଭରରେ ୬ ଓ୍ଵିକେଟ ହରାଇ ୧୮୮ ରନ ବିଜୟ ଲକ୍ଷ୍ୟକୁ ହାସଲ କରିଛି। ମୁମ୍ବାଇ ଭଳି ରାଜସ୍ଥାନ ମଧ୍ୟ ପ୍ରଥମ ଓ ଦ୍ୱିତୀୟ ଓ୍ଵିକେଟରେ ଭଲ ବ୍ୟାଟିଂ କରିଥିଲା। ଦଳର ସ୍କୋର ୬୦ ରନ୍‌ରେ ଅଧିନାୟକ ଆଜିଙ୍କ୍ୟ ରାହାଣେ ଓ ୧୪୭ ରନରେ ଜୋସ୍‌ ବଟଲର ଆଉଟ୍‌ ହୋଇଥିଲେ। ମୁମ୍ବାଇ ୩ୟ ଓ୍ଵିକେଟରେ ସଂଜୁ ସାମସନ୍‌ଙ୍କୁ ଆଉଟ୍‌ କରିଥିଲା। ସେତେବେଳକୁ ରାଜସ୍ଥାନ ସ୍କୋର ୧୭୦ ରନ୍‌ରେ ପହଂଚି ସାରିଥିଲା।ରାଜସ୍ଥାନ ପାଇଁ ବଟଲର ସର୍ବାଧିକ ୮୯ ରନ, ରାହାଣେ ୩୭ ରନ, ସଂଜୁ ସାମସନ୍‌ ୩୧ ରନ ଓ ଷ୍ଟିଭେନ ସ୍ମିଥ ୧୨ ରନ କରିଥିଲେ। ସେହିପରି ଶ୍ରେୟସ ଗୋପାଳ ଅପରାଜିତ ୧୩ ରନ କରି ପାଭଲିଅନ ଫେରିଥିଲେ। କ୍ରୁଣାଳ ପାଣ୍ଡ୍ୟାଙ୍କୁ ୩ଟି, ଯଶପ୍ରୀତ ବୁମରାଙ୍କୁ ୨ଟି ଓ ରାହୁଲ ଚହରଙ୍କୁ ଗୋଟିଏ ଓ୍ଵିକେଟ ମିଳିଥିଲା।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...