Home ଖେଳ ମୁମ୍ବାଇକୁ ମାତ୍ ଦେଲା ଚେନ୍ନାଇ

ମୁମ୍ବାଇକୁ ମାତ୍ ଦେଲା ଚେନ୍ନାଇ

ମେଟ୍ରୋ ଟିଭି ବ୍ୟୁରୋ : ଆଇପିଏଲ୍ ୧୩ତମ ସଂସ୍କରଣ ଶନିବାର ସ୍ଥାନୀୟ ଶେଖ ଜାୟେଦ୍ ଷ୍ଟାଡିୟମରେ ଆରମ୍ଭ ହୋଇଛି । କୋଭିଡ୍ ପାଇଁ ୟୁଏଇରେ ଏହି ଏହି ଲିଗ୍‌ର ଉଦ୍ଘାଟନୀ ପ୍ରଥମ ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସକୁ ମାତ୍ ଦେଇଛି ଚେନ୍ନାଇ ସୁପରକିଙ୍ଗ୍‌ସ୍ । ପ୍ରଥମ ମ୍ୟାଚ୍‌ରେ ବିଜୟୀ ଲାଭ କରିଛି ଚେନ୍ନାଇ । ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୬୩ ରନର ବିଜୟ ଲକ୍ଷ୍ୟର ପିଛା କରି ଚେନ୍ନାଇ ୧୯.୨ ଓଭରରେ ୫ ୱିକେଟ୍ ୧୬୬ ରନ୍ ସଂଗ୍ରହ କରି ନେଇଥିଲା । ୨୦୧୯ ଆଇପିଏଲ୍ ଫଅଇନାଲରେ ମୁମ୍ବାଇ ମାତ୍ର ୧ ରନ ରେ ଚେନ୍ନାଇକୁ ପରାସ୍ତ କରି ଟାଇଟଲ ଜିତିଥିଲା ।

ରାଜ୍ୟର ଖବର

ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଦେଖିପ।ରିବେନି ଭକ୍ତ

ମେଟ୍ରୋ ଟିଭି ବ୍ୟୁରୋ :ଆସନ୍ତା ୨୭ ତାରିଖରେ ଜଗତରନାଥ ଜଗନ୍ନାଥଙ୍କର ବହୁ ପ୍ରତିକ୍ଷିତ ନାଗାର୍ଜୁନ ବେଶ ପ୍ରତିଷ୍ଠିତ ହେବ । ଭିତର କାଠ ନିକଟରେ ହେବାକୁ ଥିବା ଏହି ଦୁର୍ଲଭ ନାଗାର୍ଜୁନ ବେଶକୁ...

ନକଲି ଓ ଅସଲି ସାମ୍ବାଦିକ ଚାନ୍ଦା ମାଗି ପୋଲିସ ଜାଲରେ ; ଓଡିଶାରେ ହଇଚଇ

ମେଟ୍ରୋ ଟିଭି ବ୍ୟୁରୋ : ନକଲି ସାମ୍ବାଦିକଙ୍କ ପରେ ଖୋଲିଲା ଅସଲି ସାମ୍ବାଦିକଙ୍କ ଗୁମର । ନକଲି ପରେ ପୁଣି ୩ ଜଣ ଅସଲି ସାମ୍ବାଦିକ, ବଟି ମାଗି ଗିରଫ ହୋଇଥିବା ଜଣାପଡିଛି...

ଚାନ୍ଦିରେ ଚମକିବ ଶ୍ରୀମନ୍ଦିର ଦ୍ୱାର

ମେଟ୍ରୋ ଟିଭି ବ୍ୟୁରୋ : ରୁପା ଛାଉଣୀରେ ଝଟକିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ସାତପାହାଚ ଦ୍ୱାର, ବେହରଣ ଦ୍ୱାର, କଳାହାଟ ଦ୍ୱାର ଓ ଜୟବିଜୟ ଦ୍ୱାର ସହିତ ଶ୍ଚିମ ଭୋଗ ମଣ୍ଡ,...

ଦେଶ-ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ଭୋଟ ; ଇଭିଏମରେ ବହୁନେତାଙ୍କ ଭାଗ୍ୟ

ମେଟ୍ରୋ ଟିଭି ବ୍ୟୁରୋ : କୋଭିଡ୍ ଘନଘଟା ଓ କାଁଭାଁ ଗଣ୍ଡଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିହାର ବିଧାନସଭା ନିର୍ବାଚନ । ମୋଟ୍ ୨୪୩ ଆସନ ମଧ୍ୟରୁ ଆଜି ୭୧ ଆସନରେ ଭୋଟ୍‌ଗ୍ରହଣ...

ଜାମ୍ମୁ-କାଶ୍ମରୀ,ଲଦାଖରେ ଜମି କିଣି ପାରିବେ ପ୍ରତି ଭାରତୀୟ

ମେଟ୍ରୋ ଟିଭି ବ୍ୟୁରୋ : ଜାମ୍ମୁ କାଶ୍ମୀର ପୁର୍ନଗଠନର ପରେ ଏଣିକି ଦେଶର ଯେକୈାଣସି ଭାରତୀୟ ନାଗରିକ ଦୁଇ କେନ୍ଦ୍ରଶାସିତ ଅଚଂଳ ଜାମ୍ମୁ-କାଶ୍ମିରୀ ଓ ଲଦାଖରେ ଜମି କିଣିପାରିବେ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରାଳୟ...

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ମେଟ୍ରୋ ଟିଭି ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ କରୋନା ସଂକ୍ରମଣ ଯୋଗୁଁ ଅନଲକ ୬.୦ର ଗାଇଡ ଲାଇନ୍ ଜାରି କଲେ କେନ୍ଦ୍ର ସରକାର । କରୋନା ସଂକ୍ରମଣ ଯୋଗୁଁ ଚିହ୍ନଟ...