Home ରାଜ୍ୟ ଓଡ଼ିଆ ଛାତ୍ରୀ ସୀମାଦ୍ରୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଫେଲୋସିପ୍‌

ଓଡ଼ିଆ ଛାତ୍ରୀ ସୀମାଦ୍ରୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଫେଲୋସିପ୍‌

ଭୁବନେଶ୍ୱର: ଓଡ଼ିଆ ଛାତ୍ରୀ ସୀମାଦ୍ରୀ ଶୁଭଦର୍ଶିନୀଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ନିକଟରେ ଆୟୋଜିତ ପ୍ରଧାନମନ୍ତ୍ରୀ ଫେଲୋସିପ୍‌ ଚୟନ ପରୀକ୍ଷାରେ ସେ କୃତିତ୍ୱ ହାସଲ କରିଛନ୍ତି। ବାୟୋଲୋଜିକାଲ ସାଇନସ୍‌ରେ ଉଚ୍ଚତ୍ତର ଗବେଷଣା ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ପ୍ରଧାନମନ୍ତ୍ରୀ ଫେଲୋସିପ୍‌ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସବୁଠାରୁ ବଡ଼ ଖୁସିର ବିଷୟରେ ବାୟୋଲୋଜିକାଲ ସାଇନସ୍‌ରେ ମାତ୍ର ୨ ଜଣଙ୍କୁ ସଫଳତା ମିଳିଥିବା ବେଳେ ଏଥିରେ ସୀମାଦ୍ରୀଙ୍କୁ ମିଳିଛି ପ୍ରଥମ ସ୍ଥାନ।

ରାଉରକେଲା ଏନ.ଆଇ.ଟିରୁ ସ୍ନାତକ ଡିଗ୍ରି ହାସଲ କରିବା ପରେ ସୀମାଦ୍ରୀ ବର୍ତ୍ତମାନ ଆଇଆଇଟି ମାଡ୍ରାସରେ ଗବେଷଣା କରୁଛନ୍ତି। ସୀମାଦ୍ରୀ ୨୦୧୭ରେ ଏକ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ଉପରେ ସନ୍ଦର୍ଭ ଉପସ୍ଥାନପନ କରି ଓଡ଼ିଶାକୁ ଗର୍ବିତ କରିଥିଲେ। ଜଣେ ବହୁମୁଖୀ ପ୍ରତିଭାର ଅଧିକାରିଣୀ ସୀମାଦ୍ରୀ ହେଉଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଭାଷା ଆନ୍ଦୋଳନ, ଓଡ଼ିଶାର ସଭାପତି ପ୍ରଦ୍ୟୁମ୍ନ ଶତପଥୀ ଓ ଅଧ୍ୟାପିକା ମାନସୀ ଷଡ଼ଙ୍ଗୀଙ୍କ ଝିଅ। ସୀମାଦ୍ରୀଙ୍କ ସଫଳତାର ଓଡ଼ିଶାର ଶିକ୍ଷାବିଦ୍‌ ଏବଂ ବୁଦ୍ଧିଜୀବୀମାନେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...