Home ରାଜ୍ୟ ଆଜି ପବିତ୍ର ବଡ଼ଦିନ

ଆଜି ପବିତ୍ର ବଡ଼ଦିନ

ଭୁବନେଶ୍ୱର: ଆଜି ଖ୍ରୀଷ୍ଟମାସ ବା ବଡ଼ ଦିନ। ଏଥିପାଇଁ ସବୁଠି ଖୁସିର ପରିବେଶ। ଗତକାଲି ରାତିରେ ଧରାପୃଷ୍ଠକୁ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ। ଏହି ଅବସରରେ ଯୀଶୁଙ୍କୁ ସ୍ୱାଗତ କରାଯାଇ ବିଭିନ୍ନ ଚର୍ଚ୍ଚରେ ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ ଭିଡ ଜମିଛି। ପ୍ରଭୁ ଯୀଶୁଙ୍କ ନିକଟରେ ଏହି ଧର୍ମର ଲୋକମାନେ ସମୂହ ପ୍ରାର୍ଥନା କରୁଛନ୍ତି। ଓଡ଼ିଶା ସମେତ ବିଶ୍ୱର ସମସ୍ତ ଚର୍ଚ୍ଚକୁ ଆଲୋକମାଳାରେ ସଜା ଯାଇଛି।

ବଡ଼ଦିନର ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ଗତକାଲି ମଧ୍ୟରାତ୍ରୀରେ ଗହଳି ଜମିଥିଲା। କେବଳ ଖ୍ରୀଷ୍ଟିଆନ୍ ନୁହେଁ ଅନ୍ୟ ଧର୍ମ ଓ ଜାତିର ଲୋକେ ଏହି ପବିତ୍ର ମୁହୂର୍ତ୍ତକୁ ଉପଭୋଗ କରିବା ପାଇଁ ଚର୍ଚ୍ଚରେ ଭିଡ ଜମାଇଥଇଲେ। ମଧ୍ୟରାତ୍ରୀରେ ଧରାପୃଷ୍ଠରେ ଅବତରଣ କରିଥିଲେ ଯୀଶୁ। ତାଙ୍କୁ ସ୍ୱାଗତ କରିବା ପାଇଁ ଯୀଶୁଙ୍କ ସମ୍ମୁଖରେ କ୍ୟାଣ୍ଡେଲ ଜାଳିଥିଲେ। ପର୍ଯ୍ୟାୟ କ୍ରମେ ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ବାଇବେଲ ପାଠ ଓ ପ୍ରାର୍ଥନା କରାଯାଇଥିଲା। ଅନ୍ୟପକ୍ଷେ ରାଜଧାନୀର ବିଭିନ୍ନ ଚର୍ଚ୍ଚରେ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...