Home ରାଜ୍ୟ ୭୫ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ...

୭୫ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମେଟ୍ରୋ ଟିଭି ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ୭୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଏନେଇ ଅନେକ ପ୍ରଶଂସକ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ୱିଟ୍ କରି ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି । ସୂଚନା ଅନୁଯାୟୀ ଚଳିତ ବର୍ଷ କରୋନାକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳନ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ଖବର

ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଦେଖିପ।ରିବେନି ଭକ୍ତ

ମେଟ୍ରୋ ଟିଭି ବ୍ୟୁରୋ :ଆସନ୍ତା ୨୭ ତାରିଖରେ ଜଗତରନାଥ ଜଗନ୍ନାଥଙ୍କର ବହୁ ପ୍ରତିକ୍ଷିତ ନାଗାର୍ଜୁନ ବେଶ ପ୍ରତିଷ୍ଠିତ ହେବ । ଭିତର କାଠ ନିକଟରେ ହେବାକୁ ଥିବା ଏହି ଦୁର୍ଲଭ ନାଗାର୍ଜୁନ ବେଶକୁ...

ନକଲି ଓ ଅସଲି ସାମ୍ବାଦିକ ଚାନ୍ଦା ମାଗି ପୋଲିସ ଜାଲରେ ; ଓଡିଶାରେ ହଇଚଇ

ମେଟ୍ରୋ ଟିଭି ବ୍ୟୁରୋ : ନକଲି ସାମ୍ବାଦିକଙ୍କ ପରେ ଖୋଲିଲା ଅସଲି ସାମ୍ବାଦିକଙ୍କ ଗୁମର । ନକଲି ପରେ ପୁଣି ୩ ଜଣ ଅସଲି ସାମ୍ବାଦିକ, ବଟି ମାଗି ଗିରଫ ହୋଇଥିବା ଜଣାପଡିଛି...

ଚାନ୍ଦିରେ ଚମକିବ ଶ୍ରୀମନ୍ଦିର ଦ୍ୱାର

ମେଟ୍ରୋ ଟିଭି ବ୍ୟୁରୋ : ରୁପା ଛାଉଣୀରେ ଝଟକିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ସାତପାହାଚ ଦ୍ୱାର, ବେହରଣ ଦ୍ୱାର, କଳାହାଟ ଦ୍ୱାର ଓ ଜୟବିଜୟ ଦ୍ୱାର ସହିତ ଶ୍ଚିମ ଭୋଗ ମଣ୍ଡ,...

ଦେଶ-ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ଭୋଟ ; ଇଭିଏମରେ ବହୁନେତାଙ୍କ ଭାଗ୍ୟ

ମେଟ୍ରୋ ଟିଭି ବ୍ୟୁରୋ : କୋଭିଡ୍ ଘନଘଟା ଓ କାଁଭାଁ ଗଣ୍ଡଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିହାର ବିଧାନସଭା ନିର୍ବାଚନ । ମୋଟ୍ ୨୪୩ ଆସନ ମଧ୍ୟରୁ ଆଜି ୭୧ ଆସନରେ ଭୋଟ୍‌ଗ୍ରହଣ...

ଜାମ୍ମୁ-କାଶ୍ମରୀ,ଲଦାଖରେ ଜମି କିଣି ପାରିବେ ପ୍ରତି ଭାରତୀୟ

ମେଟ୍ରୋ ଟିଭି ବ୍ୟୁରୋ : ଜାମ୍ମୁ କାଶ୍ମୀର ପୁର୍ନଗଠନର ପରେ ଏଣିକି ଦେଶର ଯେକୈାଣସି ଭାରତୀୟ ନାଗରିକ ଦୁଇ କେନ୍ଦ୍ରଶାସିତ ଅଚଂଳ ଜାମ୍ମୁ-କାଶ୍ମିରୀ ଓ ଲଦାଖରେ ଜମି କିଣିପାରିବେ ବୋଲି ସ୍ୱରାଷ୍ଟ୍ର ମନ୍ତ୍ରାଳୟ...

ନଭେମ୍ବର ୩୦ ଯାଏଁ ଅନଲକ ୬.୦ ; ଗାଇଡଲାଇନ ଜାରି କଲେ କେନ୍ଦ୍ରସରକାର

ମେଟ୍ରୋ ଟିଭି ବ୍ୟୁରୋ : ନଭେମ୍ବର ୩୦ ଯାଏଁ ଦେଶରେ କରୋନା ସଂକ୍ରମଣ ଯୋଗୁଁ ଅନଲକ ୬.୦ର ଗାଇଡ ଲାଇନ୍ ଜାରି କଲେ କେନ୍ଦ୍ର ସରକାର । କରୋନା ସଂକ୍ରମଣ ଯୋଗୁଁ ଚିହ୍ନଟ...