State

ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ଚରଣ ପରିଡ଼ାଙ୍କ ପରଲୋକ

  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ଚରଣ ପରିଡ଼ାଙ୍କର ଆଜି ପରଲୋକ ହୋଇଯାଇଛି। ୭୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘ ଦିନ ହେବ କ୍ୟାନ୍‌ସରରେ ପୀଡ଼ିତ ଥିଲେ।ବୈଷ୍ଣବ ଜଣେ ଦକ୍ଷ ରାଜନେତା ସହିତ ସାହିତ୍ୟିକ, ସ୍ତମ୍ଭକାର ଓ ସାମାଜିକ କର୍ମୀ ଭାବେ ବେଶ୍ ଜଣାଶୁଣା ଥିଲେ। ସେ ୨୦୧୦ରୁ ୨୦୧୬ ପର୍ଯ୍ୟନ୍ତ ସାଂସଦ ଭାବେ ରାଜ୍ୟ ସଭାକୁ ପ୍ରତିନିଧିତ୍ୱ କରିଥିଲେ। ବିଜେଡି ପକ୍ଷରୁ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

  •  
  •  
  •  
  •  
  •  
  •  
  •  
Loading...

Join The Discussion

Loading...