Home ରାଜ୍ୟ ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଭୁବନେଶ୍ୱର ଗାନ୍ଧିମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସେ ଆଜିଠୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରଛନ୍ତି । ୭୨ତମ ସ୍ୱାଧୀନତା ଦିବସର ଅବସରରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ବୁଧବାର ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ବିଶେଷ ଭୂମିକା ରହିଛି। ଆଜିଠୁ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ ହେଉଛି। ଯୋଜନା ଦ୍ୱାରା ଓଡ଼ିଶାର ୭୦ ଲକ୍ଷ ପରିବାର ଉପକୃତ ହେବେ। ଏହାସହ ଶକ୍ତିଶାଳୀ ଓଡ଼ିଶା ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ୱାନ କରିଛନ୍ତି। ଆମ ସରକାର ସର୍ବଦା ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଚାଷୀଙ୍କୁ ୧ ପ୍ରତିଶତ ସୁଧରେ ଋଣ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...