State

ବରିଷ୍ଠ ଅଭିନେତା ଦେବୁ ବୋଷଙ୍କ ପରଲୋକ

  •  
  • 2
  •  
  •  
  •  
  •  
  •  
    2
    Shares

ଭୁବନେଶ୍ୱର : ବରିଷ୍ଠ ଅଭିନେତା ଦେବୁ ବୋଷଙ୍କ ପରଲୋକ ହୋଇଯାଇଛି। ୭୬ ବର୍ଷ ବୟସରେ ହାଇଦ୍ରାବାଦରେ ତାଙ୍କର ପରଲୋକ ହୋଇଛି।୪ ମାସ ହେଲା ସେ ଅସୁସ୍ଥ ଥିଲେ। ହାଇଦ୍ରାବାଦରେ ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।ଏହା ପୂର୍ବରୁ ସେ ୨ଥର ହୃଦଘାତର ଶିକାର ହୋଇଥିଲେ।୧୯୪୨ ମସିହା ଡିସେମ୍ବର ୨ ତାରିଖରେ ଜନ୍ମ ଗ୍ରହଣ କରିଥିବା ଅଭିନେତା ଦେବୁ ବୋଷ ୮୦ ଦଶକର ଚଳଚ୍ଚିତ୍ର ‘ତପସ୍ୟା’ରୁ ନିଜ କ୍ୟାରିଅର ଆରମ୍ଭ କରିଥିଲେ।  ‘କାବେରୀ’, ‘ଗଙ୍ଗଶିଉଳି’, ‘ଚକାଭଉଁରି’, ‘ସହରୀ ବାଘ’, ‘ସୁନା ଚଢ଼େଇ’, ଓ ‘ପୁଅ ମୋର କଳା ଠାକୁର’ ଭଳି ହିଟ୍ ଫିଲ୍ମରେ ଅଭିନୟ କରିଥିଲେ ଦେବୁ ବୋଷ।

  •  
    2
    Shares
  •  
  • 2
  •  
  •  
  •  
  •  
Loading...

Join The Discussion

Loading...