Home ରାଜ୍ୟ ୫ଦଫା ଦାବିରେ ଓଡିଶା ରାଜ୍ୟ ସାକ୍ଷର ଭାରତ କର୍ମଚାରୀ ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

୫ଦଫା ଦାବିରେ ଓଡିଶା ରାଜ୍ୟ ସାକ୍ଷର ଭାରତ କର୍ମଚାରୀ ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ରାଜକିଶୋରନଗର : ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ସାକ୍ଷର ଭାରତ କର୍ମଚାରୀ ସଂଘ ପକ୍ଷରୁ ସାକ୍ଷର ଭାରତ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା, ଉକ୍ତ କାର୍ଯ୍ୟକ୍ରମର କର୍ମଚାରୀ ମାନଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା, ସାକ୍ଷର ଭାରତ କାର୍ଯ୍ୟକ୍ରମ ବଦଳରେ ଅନ୍ୟ କୈ÷ାଣସି ଯୋଜନା ପ୍ରଣୟନ ହେଲେ ସେଥିରେ ପ୍ରଥମେ ସଂଯୋଜକ ଓ ପ୍ରେରକ ମାନଙ୍କୁ ନିଯୁକ୍ତି ଦେବା, କାର୍ଯ୍ୟରତ କର୍ମଚାରୀ ସଂଯୋଜକ ଓ ପ୍ରେରକମାନଙ୍କ ବକେୟା ପାଉଣା ତୁରନ୍ତ ପ୍ରଦାନ କରିବା, ଛଟେଇ ହୋଇଥିବା ପ୍ରେରକ ଓ କୋଡିନେଟର ମାନଙ୍କୁ କାର୍ଯ୍ୟରେ ନିଯୁକ୍ତି ପ୍ରଦାନ କରିବା ପ୍ରଭୃତି ୫ ଦଫା ଦାବି ପୂରଣ ପାଇଁ ସଂଘ ତରଫରୁ ଦାବୀ କରାଯାଇଛି । ଦାବିଗୁଡିକ ପୂରଣ ପାଇଁ ଉଚିତ୍ ପଦକ୍ଷେପ ଗ୍ରହଣ କରିବାକୁ ଦାବିପତ୍ରରେ ଅନୁରୋଧ କରାଯାଇଛି । ଓଡିଶା ରାଜ୍ୟ ସାକ୍ଷର ଭାରତ କର୍ମଚାରୀ ସଂଘ କିଶୋରନଗର ଶାଖା ସଭାପତି ନଗେନ୍ ଭୋଇ, ସମ୍ପାଦିକା ଲକ୍ଷସିଦ୍ଧି ସାହୁଙ୍କ ନେତୃତ୍ୱରେ ସାକ୍ଷର ଭାରତ ଯୋଜନାର କର୍ମଚାରୀ କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅନୁପସ୍ଥିତିରେ ବ୍ଲକର ଏକାଉଟାଣ୍ଟବିକ୍ଷୋଭକାରିଙ୍କ ଠାରୁ ଦାବିପତ୍ର ଗ୍ରହଣ କରିଥିଲେ । ଦାବି ସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...