Home ରାଜ୍ୟ ଓଡିଶାରେ ରେଳ ଟିକେଟକୁ ଓଡିଆ ଭାଷାରେ ଛାପିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ପତ୍ର ଲେଖି...

ଓଡିଶାରେ ରେଳ ଟିକେଟକୁ ଓଡିଆ ଭାଷାରେ ଛାପିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡିଶାରେ ରେଳ ଟିକେଟ୍କୁ ଆଂଚଳିକ ଓଡିଆ ଭାଷାରେ ଛାପିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶାରେ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ତରଫରୁ ଅନେକ ବ୍ୟବସ୍ଥା କରାଯାଇଛି । ଯାତ୍ରୀ ସୁବିଧାରେ ଗତ କିଛି ବର୍ଷରେ ବହୁ ଉନ୍ନତି ପରିଲିକ୍ଷିତ ହେବା ସହ ଯାତ୍ରା ସମୟରେ ଲୋକମାନଙ୍କର ଅନୁଭୂତି ସୁଃଖଦ ହେଉଛି । ଏହାସହ ଓଡିଶାରେ ଟିକେଟ୍ ଗୁଡିକ ଯଦି ଓଡିଆରେ ଉପଲବ୍ଧ ହେବ ତେବେ ଆମ ରାଜ୍ୟର ଲୋକମାନେ ଆହୁରି ଲାଭବାନ ହେବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...