Home ରାଜ୍ୟ କିଆକଟାରେ ପିଠା କାର୍ଯ୍ୟକ୍ରମ

କିଆକଟାରେ ପିଠା କାର୍ଯ୍ୟକ୍ରମ

ଆଠମଲ୍ଲିକ: ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ସରକାରଙ୍କ ନୂଆ ଯୋଜନା ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜେଇ କ୍ଷମା ସାଗର ସିଂ ଯୋଗ ଦେଇ ଯୋଜନା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ୨ଜଣଙ୍କୁ କଳାକାର ଭତ୍ତା ଓ ୫ଜଣଙ୍କୁ ବିଜୁ ପକ୍କାଘର କାର୍ଯ୍ୟାଦେଶ ଦିଆଯାଇଥିଲା । ପଞ୍ଚାୟତର ୧୨ଟି ଗ୍ରାମର ସ୍ୱୟଂ ସହାୟକ ଗୋଷ୍ଠିର କର୍ମକର୍ତ୍ତା ଯୋଗ ଦେଇ ବିଭିନ୍ନ ପ୍ରକାର ପିଠା ପ୍ରଦର୍ଶନ କରିଥିଲେ । ସେହିପରି ଏହି କାର୍ଯ୍ୟକ୍ରମରେ କିଆକଟା ସରପଞ୍ଚ ସୋମନାଥ କଅଁର, ପଞ୍ଚାୟତ ନିର୍ବାହୀ ଅଧିକାରୀ ସମିର କୁମାର ପ୍ରଧଆନ, ଏଏନ୍ଏମ୍ ବବିତା ତାଣ୍ଡିଆ, ଶିଶୁ ବିକାଶ କଲ୍ୟାଣ ସୁପରଭାଇଜର ରେଣୁକା ବେହେରା, ଫରେଷ୍ଟ କୋଡିନେଟର ଦେବାନନ୍ଦ ନାଏକ, ଅଙ୍ଗନବାଡି କର୍ମକର୍ତ୍ତା ଯୋଗ ଦେଇଥିଲେ ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...