Home ରାଜ୍ୟ ଜାଗର ପାଇଁ ସମସ୍ତ ଶୈବପୀଠ ଚଳ ଚଂଚଳ

ଜାଗର ପାଇଁ ସମସ୍ତ ଶୈବପୀଠ ଚଳ ଚଂଚଳ

ଭୁବନେଶ୍ୱର :  ଜାଗର ଅମାବାସ୍ୟା ପାଇଁ ରାଜ୍ୟରେ ଥିବା ସମସ୍ତ ଶୈବ ପୀଠ ମାନଙ୍କରେ ଉଭୟ ମନ୍ଦିର ପ୍ରଶାସନ ଏବଂ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁ ମାନଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବିଶେଷ କରି ପ୍ରାଚୀନ ମନ୍ଦିର ଯଥା ଶ୍ରୀ ଲିଙ୍ଗରାଜ, ଶ୍ରୀ ଲୋକନାଥ, ଶ୍ରୀ ଆଖଣ୍ଡଳମଣି, ଗୁପ୍ତେଶ୍ୱର, ହରିଶଙ୍କର, ଚନ୍ଦନେଶ୍ୱର, ଧବଳେଶ୍ୱର, କପିଳେଶ୍ୱର, କପିଳାସ, ଐଶାନେଶ୍ୱର, ଓଁକାରେଶ୍ୱର, ଲକ୍ଷେଶ୍ୱରରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ସବୁ ପ୍ରକାର ବ୍ୟବସ୍ଥା (ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ଅଗ୍ନିଶମ ସେବା) କରାଯାଇଛି ।
ଭୁବନେଶ୍ୱରରେ ଆସନ୍ତାକାଲି ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ ରାତି ଦଶଟା ପରେ ଉଠିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ କୁହାଯାଇଛି । ସନ୍ଧ୍ୟାରେ ଶ୍ରଦ୍ଧାଳୁ ମାନଙ୍କ ଲାଗି ସଂଗୀତ ମନୋରଂଜନର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ରାଜ୍ୟର ଖବର

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ : ମେ ୨୩କୁ ଅପେକ୍ଷା

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ ହୋଇଛି । ତେବେ ସଂଧ୍ୟା ୬ଟା ସୁଦ୍ଧା ଯେଉଁମାନେ...

ମେ ୨୩ରେ ବିଜେପିର ମେନ୍ ଇଂଜିନ୍ ଲାଇନଚ୍ୟୁତ ହେବ: ନବୀନ

ଭୁବନେଶ୍ୱର : ବିଜେପିର ଡବଲ ଇଂଜିନ୍ ରୁ ୫ଟି ଇଂଜିନ୍ ଲାଇନ୍ଚ୍ୟୁତ ହୋଇଗଲାଣି । ମଧ୍ୟପ୍ରଦେଶ,ରାଜସ୍ଥାନ ,ଛତିଶଗଡ, ପଂଜାବ ଏବେ ସିଙ୍ଗଲ ଇଂଜିନ୍ । ମେ ୨୩ ତାରିଖରେ ବିଜେପିର ମେନ୍ ଇଂଜିନ୍...

ଦେଶ-ବିଦେଶ

ମୋଦିଙ୍କର ପତ୍ନୀ କି ପିଲା ନାହାନ୍ତି, ତେଣୁ ସେ ପରିବାରର ଗୁରୁତ୍ୱ ବୁଝି ପାରିବେ କେମିତି ?

ମୁମ୍ବାଇ :ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ଏମିତି କିଛି କହିଛନ୍ତି ଯାହା ହୁଏତ ମୋଦି ପ୍ରେମୀଙ୍କୁ ବାଧି ପାରେ । ହେଲେ ପାଓ୍ଵାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖାଲି ଜବାବ ଦେଇଛନ୍ତି ।...

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୭ ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ

ନୂଆଦିଲ୍ଲୀ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ...

ମୋତେ ଗାଳି କରିବା କଂଗ୍ରେସର ଏକ ଅଭ୍ୟାସରେ ପରିଣତ ହୋଇଛି : ମୋଦି

ସୋଲାପୁର: ଗତକାଲି ଓଡ଼ିଶାରେ ମାରାଥନ୍ ପ୍ରଚାର କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି...