State

‘ନୂଆଁଖାଇ’ ପାଇଁ ଲଗ୍ନ ସ୍ଥିର

  •  
  • 1
  •  
  •  
  •  
  •  
  •  
    1
    Share

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଁଖାଇ’ ପାଇଁ ସୋମବାର ଲଗ୍ନ ସ୍ଥିର ହୋଇଛି। ଆଉ ୧୦ ଦିନ ପରେ ଅର୍ଥାତ ସେପ୍ଟେମ୍ବର ୧୪ରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗିବ। ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଏହି ନବ୍ନାନ ହେବ। ଏଥି ପାଇଁ ସମୟ ନିର୍ଘଣ୍ଟ ସେପ୍ଟେମ୍ବର ୧୬ ପୂର୍ବାହ୍ନ ୮ଟା ୧୦ରୁ ୮ଟା ୪୦ ରଖାଯାଇଛି।

  •  
    1
    Share
  •  
  • 1
  •  
  •  
  •  
  •  
Loading...

Join The Discussion

Loading...