Home ରାଜ୍ୟ ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ ; ଆଉ ୩ ଦିନ ବର୍ଷିବ

ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ ; ଆଉ ୩ ଦିନ ବର୍ଷିବ

ମେଟ୍ରୋ ଟିଭି ବ୍ୟୁରୋ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହା ପ୍ରଭାବରେ ଆଉ ୩ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏନେଇ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଦକ୍ଷିଣ ଓ ଉପକୂଲ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଗଞ୍ଜାମ , ଗଜପତି , ପୁରୀ ଜଗତସିଂହପୁର , ଭଦ୍ରକ , କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । କେତେକ ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ହେବା ପାଇଁ ସମ୍ଭାବନା ରହିଛି ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...