Home ରାଜ୍ୟ ଏଥର ଦଶହରା ପରି ଫିକା ପଡିବ ଗଜଲକ୍ଷ୍ମୀ ପୂଜା

ଏଥର ଦଶହରା ପରି ଫିକା ପଡିବ ଗଜଲକ୍ଷ୍ମୀ ପୂଜା

ମେଟ୍ରୋ ଟିଭି ବ୍ୟୁରୋ : ଆଉ ଦୁଇ ଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମାଁ ଗଜଲକ୍ଷ୍ମୀ । ମହାମାରୀ କରୋନା କଟକଣା ଯୋଗୁଁ ହଶହରା ପରି ଫିକା ପଡିବ ଲକ୍ଷ୍ମୀ ପୂଜା । ସେହିପରି ଢେଙ୍କାନାଳ ଓ ଖୋର୍ଦ୍ଧାରେ ଅତି ଆଡମ୍ବର ସହ ପାଳନ ହୁଏ ଏହି ପୂଜା ଅର୍ଚ୍ଚନା । ତେବେ ଚଳିତ ବର୍ଷ କୋରନା ପାଇଁଏଥର ପୂଜା ବଜାରରେ ଖାଁ ଖାଁ ଛାଇ ଯାଇଛି । ସୀମିତ ସଂଖ୍ୟକ ବ୍ୟକ୍ତିଙ୍କ ସହ ନିଡାମ୍ବର ଭାବେ ପାଳନ କରିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି । ଏହା ପାରମ୍ପାରିକ ରୀତିନୀତିରେ ନିମୟମାନି ବିନା ଭକ୍ତରେ ଆୟୋଜିତ ହେବ ପୁଜା । ସେହିପରି ମୂର୍ତ୍ତିର ଉଚ୍ଚତା ୪ ଫୁଟ ମଧ୍ୟରେ ଏବଂ ସାତ ଜଣଙ୍କ ମଧ୍ୟରେ ଆୟୋଜିତ ହେବ ଏହି ପୂଜା । ଯେମିତିକି ଲକ୍ଷ୍ମୀ ପୂଜାରେ ମହାଆଡମ୍ବର ସହ ପାଳିତ ହୋଇଥାଏ । ସମ୍ପୂର୍ଣ୍ଣ ସହର ଆଲୋକ ରେ ଓ ମଣ୍ଡପ ପୂଜାମଣ୍ଡପ ତୋରଣରେ ଝଲସିଥାଏ । ଅନ୍ୟପଟେ ଦୂର୍ଗାପୂଜା ପରି ଗଜଲକ୍ଷ୍ମୀ ପୂଜା ମଧ୍ୟ ଫିକା ପଡିବ ଏବଂ ଦର୍ଶନରୁ ବି ବଞ୍ଚିତ ହେବ ଭକ୍ତ ।

ରାଜ୍ୟର ଖବର

ଆଜିଠୁ ଆରମ୍ଭ ହୋଇଛି କୋଣାର୍କ ମହୋତ୍ସବ

ମେଟ୍ରୋ ଟିଭି ବ୍ୟୁରୋ :ମହାମାରୀ କରୋନା କଟକଣା ମଧ୍ୟରେ ଆଜି ଟାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । ଏହି ଉତ୍ସବ ଚଳିତ ବର୍ଷ ୫ ଦିନଧରି ଚାଲିବାକୁ ଥିବା ବେଳେ...

ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ୍

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ରାଜ୍ୟର ସମସ୍ତ ସ୍କୁଲ ମେଡିକାଲ କଲେଜ୍ ଦୀର୍ଘ ମାସ ହେଲା ବନ୍ଦ ରହିଥିଲା । ଏହି କାରଣରୁ ଅନେକ ଛାତ୍ର ଓ ଛାତ୍ରୀଙ୍କ...

ଆଜିଠାରୁ ରାଜ୍ୟର ସମସ୍ତ ରୁଟରେ ଗଡିବ ‘ମୋ ବସ’‌

ମେଟ୍ରୋ ଟିଭି ବ୍ୟୁରୋ : ମହାମାରୀ କରୋନା କାରଣରୁ ଗତ କିଛି ଦିନ ହେବ ମୋ ବସ ସେବା ବନ୍ଦ ରହିଥିଲା । ଆଜିଠାରୁ ରାଜ୍ୟର ସମସ୍ତ ରୁଟ ରେ ଗଡିବ ମୋ...

ଦେଶ-ବିଦେଶ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ବାଇଡେନ ଆହତ

ମେଟ୍ରୋ ଟିଭି ବ୍ୟୁରୋ: ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଆହାତ ଜୋ ବାଇଡେନ । ନିକଟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ମୁକୁଟ ପିନ୍ଦିଥିବା ବେଳେ ନବ ନିର୍ବାଚିତ ରାଷ୍ଟ୍ରପତି...

ପ୍ରଧାନମନ୍ତ୍ରୀଙ୍କ ଟିକା ଅଭିଯାନ ; ଜାଇଡସ୍‌, ଭାରତ ବାୟୋଟେକ୍ ଏବଂ ସେରମ ଈନଷ୍ଟିଚ୍ୟୁଟ୍ କୋଭିଡ୍ ଟିକାର ପ୍ରସ୍ତୁତି ନେଇ କରିବେ ତଦାରଖ

ମେଟ୍ରୋ ଟିଭି ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଅଭିଯାନ । ଆଜି ଜାଇଡସ୍ , ଭାରତ ବାୟୋଟେକ୍ ଓ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମାଷ୍ଟରମାଇଣ୍ଡକୁ ଧରାଇଦେଲେ ଅର୍ଥରାଶି ପୁରଷ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛି ଆମେରିକା

ମେଟ୍ରୋ ଟିଭି ବ୍ୟୁରୋ :୨୬ /୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ହମଲାରେ ୧୨ ବର୍ଷ ପରେ ମଧ୍ୟ ଘଟଣାର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ଆମେରିକା ଆର୍ଥିକ ରାଶି ପୁରଷ୍କାର ଘୋଷଣା କରିଛି ।...