Home Uncategorized ମୁଣ୍ଡବିନ୍ଧୁଛି ତ , ତୁରନ୍ତ ଆପଣାନ୍ତୁ ଏହି ଉପାୟ

ମୁଣ୍ଡବିନ୍ଧୁଛି ତ , ତୁରନ୍ତ ଆପଣାନ୍ତୁ ଏହି ଉପାୟ

ଅଦା : ମୁଣ୍ଡବିନ୍ଧା ସମସ୍ୟା ଲାଗି ଅଦାଠାରୁ ଆଉ କୌଣସି ଭଲ ଉପାୟ ଆଦୌ ହେଲେ ବି କିଛି ନାହିଁ। ତେଣୁ ଏଥିପାଇଁ ଆପଣଙ୍କୁ ଅଦାକୁ ନେଇ ତାହାକୁ ପାଣିରେ ମିଶାଇକି ଭଲ ଭାବରେ ଫୁଟାଇବାକୁ ହେବ। ଏହାପରେ ଆପଣ ଏହାକୁ ଛାଣିକରି ଏହାର ପାଣିକୁ ସେବନ କରନ୍ତୁ।
ଲେମ୍ବୁ ରସ: ଯଦି ଆପଣ ମୁଣ୍ଡବିନ୍ଧାଜନିତ ସମସ୍ୟା ପାଇଁ ଚିନ୍ତିତ ରହୁଥା’ନ୍ତି ,ତେବେ ଆପଣ କିଛି ଅଦାର ରସ ସହିତ ଲେମ୍ବୁ ରସକୁ ଏକାସାଥିରେ ମିଳାଇ ଏହାକୁ ଦିନକୁ ଦୁଇ ଥର ଭାବରେ ସେବନ କରନ୍ତୁ। ତୁରନ୍ତ ହିଁ ଆପଣ ମୁଣ୍ଡବିନ୍ଧା ସମସ୍ୟାରୁ ମୁକ୍ତି ପାଇଯିବେ।

ପୋଦିନା ପତ୍ର: ଏଥିସହିତ ଯେତେବେଳେ ଆପଣ ମୁଣ୍ଡବିନ୍ଧା ହେଉଥିବାର ଅନୁଭବ କରୁଛନ୍ତି ,ସେତେବେଳେ ଆପଣ ପୋଦିନା ପତ୍ରର ରସକୁ ମୁଣ୍ଡ ମଧ୍ୟରେ ଲଗାଇଦିଅନ୍ତୁ। ଏହା କରିବା ଦ୍ୱାରା ମୁଣ୍ଡବିନ୍ଧା ଦୂର ହୋଇଯିବ ।
ଲବଙ୍ଗ:- ତେବେ ଏହି ସମସ୍ୟାରୁ ମୁକୁଳିବା ପାଇଁ ହେଲେ ,ଆପଣଙ୍କୁ ଲବଙ୍ଗକୁ ପେସିକରି ଏକ କପଡ଼ାରେ ବାନ୍ଧିବାକୁ ହେବ।ଏହାପରେ ଆପଣ ଏହାକୁ ଟିକେ -ଟିକେ ସମୟ ବ୍ୟବଧାନରେ ସେହିପର୍ଯ୍ୟନ୍ତ ଏହି ଲବଙ୍ଗର ବାସ୍ନାକୁ ଶୁଂଙ୍ଘନ୍ତୁୁ,ଯେଉଁପର୍ଯ୍ୟନ୍ତ କି ଆପଣଙ୍କୁ ଆରାମ ନ ମିଳିଛି।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...