Home Uncategorized ଲଭ୍‌ ଲାଇଫ୍‌ ନେଇ ନୀରବ ରୁହନ୍ତି ତମନ୍ନା

ଲଭ୍‌ ଲାଇଫ୍‌ ନେଇ ନୀରବ ରୁହନ୍ତି ତମନ୍ନା

ସାଉଥ୍‌ ଫିଲ୍ମରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ ତମନ୍ନା ଭାଟିଆ ଶୁକ୍ରବାର ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୯ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଅଭିନୟ କରିବା ତାଙ୍କ ପାଇଁ ଏକଦମ୍‌ କଷ୍ଟକର ହେଉଥିବାବେଳେ ତାଙ୍କୁ ମିଳିଥିଲା ବାହୁବଳୀ ଦି ବିଗ୍‌ନିଙ୍ଗ୍‌ର ଅଫର। ଏଥିରେ ଅଭିନୟ କରିବା ପୂର୍ବରୁ ସେ କେବେ ଚିନ୍ତା କରି ନ ଥିଲେ ଯେ, ଏହା ତାଙ୍କୁ ରାତାରାତି ସୁପରଷ୍ଟାରର ମାନ୍ୟତା ଆଣିଦେବ। ବାହୁବଳୀର ରିଲିଜ୍‌ ପରେ ତାଙ୍କ ପାଖରେ ଲାଗି ଯାଇଥିଲା ଫିଲ୍ମ ପ୍ରଯୋଜକଙ୍କ ଲମ୍ବା ଲାଇନ୍‌। ଅନେକ ସମୟରେ ତାଙ୍କ ଲଭ୍‌ ଲାଇଫ୍‌ ନେଇ ଗୁଜବ ଉଠିଥାଏ। ତେବେ ଏହାକୁ ତମନ୍ନ ଖାତିର କରି ନ ଥାନ୍ତି। ସେ ନିଜ କାମରେ ବ୍ୟସ୍ତ ରୁହନ୍ତି ଏବଂ ନୀରବ ରୁହନ୍ତି।

ରାଜ୍ୟର ଖବର

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

୫ଜଣଙ୍କ ଜୀବନ ନେଲା ହାତୀ

ଅନଗୁଳ: ଗୁରୁବାର ମଧ୍ୟ ରାତ୍ରୀରେ ଅନୁଗୋଳ ଜିଲ୍ଲା ତାଳଚେରରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ତାଳଚେର ଅନ୍ତର୍ଗତ ଷଣ୍ଢଗାଁରେ ମଧ୍ୟରାତ୍ରରେ ପଲେ ହାତୀ ପଶି ଗୋଟିଏ ଗ୍ରାମର ୪ ଜଣ...

୬ ବୁଥ୍ ରେ ସାନି ମତଦାନ ପାଇଁ ସୁପାରିଶ

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ସମୟରେ ୬ଟି ବୁଥରେ ପରି·ଳନାଗତ ତ୍ରୁଟି ଦେଖା ଦେଇଛି । ବଣାଇର ୧୨୯ ନଂ ବୁଥ୍ , ସୁନ୍ଦରଗଡର ୨୧୩ ନମ୍ବର...

ଦେଶ-ବିଦେଶ

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...

ବିଏସପି ସମର୍ଥକ ଭୋଟ୍ ଦେଲେ ବିଜେପିରେ, ପଶ୍ଚାତାପ କରି ନିଜ ଅଙ୍ଗୁଳି କାଟିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବୁଲନ୍ଦସହରରେ ଘଟିଛି ଏକ ଅଭାବନୀୟ ଘଟଣା। ଭୁଲରେ ଭାଜପାକୁ ଭୋଟ ଦେଇଥିବାରୁ ନିର୍ବାଚନ ଚିହ୍ନ ଲାଗିଥିବା ଅଙ୍ଗୁଳିକୁ କାଟିଦେଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, ବୁଳନ୍ଦସହରର ଶିକାରପୁର ଅଞ୍ଚଳର ଜଣେ ଦଳିତ...