Home Uncategorized ଆହାନାଙ୍କ ଫିଟନେସ୍ ଫଣ୍ଡା

ଆହାନାଙ୍କ ଫିଟନେସ୍ ଫଣ୍ଡା

ନବାଗତା ଆହାନଙ୍କୁ ପ୍ରଥମେ ଦେଖିବାକୁ ମିଳିଥିଲା ଓଡ଼ିଆ ସିନେମା ‘ଭୈରବ’ରେ।  ତାଙ୍କ ଅଭିନୀତ ଦ୍ୱିତୀୟ ସିନେମା ‘ବ୍ଲାକ୍‌ମେଲ’ ଏଇ ନିକଟରେ ରିଲିଜ୍ ହୋଇଯାଇଛି ।। ଅନ୍ୟପକ୍ଷରେ ତାଙ୍କ ହାତରେ କେତୋଟି ଅଫର ମଧ୍ୟ ରହିଛି। ସେପଟେ ନିଜକୁ ଫିଟ୍‌ ରଖିବାକୁ ଆହାନ ପୂରାଦମ୍‌ରେ ଲାଗିପଡିଛନ୍ତି। ନିଜର ଏଭଳି ଫିଟ୍‌ନେସ ଫଣ୍ଡା ସମ୍ପର୍କରେ ସେ କହନ୍ତି, ‘ଗୋଟିଏପଟେ ପାଠପଢ଼ା, ଅନ୍ୟପଟେ ଅଭିନୟ। ଏହି ଦୁଇଟି ଜିନିଷକୁ ସମାନ୍ତରାଳ ଭାବରେ ରଖି ଚାଲିବାକୁ ପଡୁଛି। ଏବେ ନିଜ ଫିଟନେସ ପ୍ରତି ମୁଁ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସକାଳେ ଦୁଇ ଘଣ୍ଟା ଏବଂ ସନ୍ଧ୍ୟାରେ ଘଣ୍ଟାଏ ଜିମ୍‌ରେ କଟାଉଛି। ତା’ସହ ଡାଏଟିଂ। ମୋ ହାତରେ ଏବେ ଯେଉଁ କେତୋଟି ଅଫର ରହିଛି ତାହାକୁ ଭଲ ଭାବରେ ତର୍ଜମା କରୁଛି। ଭଲ କାହାଣୀ ଏବଂ ରୋଲ୍‌ ମିଳିଲେ ହିଁ ମୁଁ ଅଭିନୟ କରିବି।’ ଆହାନାଙ୍କ ଅଭିନୀତ ‘ବ୍ଲାକ୍‌ମେଲ୍‌’ର ପ୍ରଯୋଜନା କରିବା ସହ ନାୟକ ଭୂମିକାରେ ଅଭିନୟ କରିଛନ୍ତି ଅର୍ଦ୍ଧେନ୍ଦୁ ସାହୁ।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...