Home ସ୍ପେଶାଲ୍ ରିପୋର୍ଟ ଅଜବ ହେଲେ ବି ସତ : କଲ ଗର୍ଲଙ୍କ ସହିତ ସମ୍ପର୍କ ଲାଗି ଖର୍ଚ୍ଚ ବହନ...

ଅଜବ ହେଲେ ବି ସତ : କଲ ଗର୍ଲଙ୍କ ସହିତ ସମ୍ପର୍କ ଲାଗି ଖର୍ଚ୍ଚ ବହନ କରନ୍ତି ସରକାର

ସମାଜରେ ଦେହ ବେପାର ପ୍ରାଚୀନ କାଳରୁ ପ୍ରଚଳିତ। ପୃଥିବୀର ଅନେକ ଦେଶରେ ଏଥିପାଇଁ ଲାଇସେନ୍ସ ଦିଆଯାଇଥାଏ। ତେବେ ନେଦରଲାଣ୍ଡରେ ୨୦୦୨ଠାରୁ ଦେହ ବେପାରକୁ ସ୍ବୀକୃତି ମିଳିଛି। ଏଥି ସକାସେ ସରକାର କୌଣସି ଲାଇସେନ୍ସ ଦେଇ ନ ଥାନ୍ତି। ବରଂ କଲ ଗର୍ଲଙ୍କ ସହିତ ଶାରୀରିକ ସମ୍ପର୍କ ରଖିବାର ଖର୍ଚ୍ଚ ବହନ କରନ୍ତି ସରକାର। ଦେହ ବେପାର ସହିତ ସମ୍ପୃକ୍ତ ଥିବା ଲୋକଙ୍କର ଅସୁସ୍ଥତା କ୍ଷେତ୍ରରେ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ଦେଇଥାନ୍ତି। ଦେଶରେ ବୃଦ୍ଧି ପାଉଥିବା ବଳାତ୍କାର ମାମଲାକୁ ଦୃଷ୍ଟିରେ ରଖି ସରକାର ଦେହ ବେପାରକୁ ସ୍ବୀକୃତି ଦେଇଥିଲେ। ପରେ ଅପରାଧ ସଂଖ୍ୟା କମିବା ସହିତ ଆଇନ ଶୃଙ୍ଖଳାରେ ନିୟନ୍ତ୍ରଣ ଆସିଥିଲା। ଏହାପରେ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା କୁହାଯାଉଛି।

ରାଜ୍ୟର ଖବର

ବିଜେପି ରାଜ୍ୟରେ ଏକ ତରଫା ଭାବେ ସରକାର ଗଢିବ : ଅରୁଣ ସିଂ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରତିକ୍ରିୟା ଦେଇ ଚଳିତ ନିର୍ବାଚନରେ ବିଜେପି ଜିତି ସରକାର ଗଢିବ ବୋଲି କହିଛନ୍ତି ।ଭୁବନେଶ୍ୱରରେ  ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ...

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ଵର:ଇଭିଏମ ମେସିନ ତ୍ରୁଟି ବିଚ୍ୟୁତକୁ ବାଦ ଦେଲେ ଗତକାଲି ସୁରୁଖୁରୁରେ  ସଂପନ୍ନ ହୋଇଛି ଲୋକସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ମତଦାନ। ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭାରେ ୭୨...

ଦେଶ-ବିଦେଶ

ପୁଣି ଉଡାଇବେ ଯୁଦ୍ଧ ବିମାନ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର...

ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନପୁରୀ : ଦୀର୍ଘ ଦଶଦ୍ଧିର ତୀବ୍ର ବିରୋଧୀ ଭାବେ ପରିଚିତ ସମାଜବାଦୀ ପାର୍ଟି(ଏସପି) ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବଂ ବିଏସପି ସୁପପ୍ରୋ ମାୟାବତୀ ଗୋଟିଏ ମଞ୍ଚରେ ଦେଖାଦେଇଛି । ଦୀର୍ଘ ୨୬...

କଂଗ୍ରେସକୁ ଝଟକା : ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳ ଛାଡିଲେ

ନୂଆଦିଲ୍ଲୀ : କଂଗ୍ରେସ ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ ଦଳରୁ ଇସ୍ତଫା ଦେଇଛନ୍ତି । ମିିଡିଆ ରିପୋର୍ଟ ଅନୁସାରେ ପ୍ରିୟଙ୍କା ଗୁରୁବାର ରାତିରେ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଶିବସେନାରେ ଯୋଗ ଦେବେ...